ନୂଆଦିଲ୍ଲୀ: ଅନ୍ଲାଇନରେ ଡ୍ରାଇଭିଂ ନବୀକରଣ ଏବଂ ୧୫ ଅନ୍ୟ ସେବା ଲାଗି ଆଧାର ଅଥେଣ୍ଟିକେଶନ(ପ୍ରମାଣନ)ର ଆବଶ୍ୟକତା ରହିଛି। ପରିବହନ ବିଭାଗର କାର୍ଯ୍ୟାଳୟକୁ ନ ଦୌଡ଼ି ଲୋକଙ୍କୁ ଅନ୍ଲାଇନ ଏବଂ କଣ୍ଟାକ୍ଟଲେସ୍ ସେବା ଯୋଗାଣ ଦିଗରେ ଏଭଳି ସୁବିଧାକୁ ଗୁରୁତ୍ୱ ଦିଆଯାଉଛି। ଏହି ସେବାଗୁଡିକ ମଧ୍ୟରେ ଲର୍ନର ଲାଇସେନ୍ସ, ଡିଏଲ୍ ନବୀକରଣ, ଠିକଣା ପରିବର୍ତ୍ତନ ଏବଂ ପଞ୍ଜୀକରଣ ସାର୍ଟିଫିକେଟ, ଅନ୍ତର୍ଜାତୀୟ ଡ୍ରାଇଭିଂ ଲାଇସେନ୍ସ ଇସ୍ୟୁ, ନୋଟିସ ଅଫ୍ ଟ୍ରାନ୍ସଫର, ଭେଇକିଲ ଓନରଶପି ଟ୍ରାନ୍ସଫର ଆପ୍ଲିକେଶନ ରହିଛି। ସଡ଼କ ପରିବହନ ମନ୍ତ୍ରଣାଳୟର ଡ୍ରାଫ୍ଟ ନିର୍ଦ୍ଦେଶାବଳୀ ମୁତାବକ, ପୋର୍ଟାଲ ଦ୍ୱାରା କଣ୍ଟାକ୍ଟଲେସ୍ ସେବା ନେବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କୁ ଆଧାର ଅଥେଣ୍ଟିକେଶନ ପ୍ରକ୍ରିୟା ଦେଇ ଯିବାକୁ ହେବ। ଡ୍ରାଫ୍ଟ ଅର୍ଡର ନେଇ ମନ୍ତ୍ରଣାଳୟ ବର୍ତ୍ତମାନ ଅଂଶୀଦାରଙ୍କ ପରାମର୍ଶ ଲୋଡ଼ିଛି। ସେହିଭଳି ଯେଉଁ ବ୍ୟକ୍ତି ଆଧାର ପ୍ରମାଣନ କରାଇବାକୁ ଚାହୁଁନାହାନ୍ତି ସେମାନେ ଅଫ୍ଲାଇନରେ କାର୍ଯ୍ୟାଳୟ ଯାଇ ଏହି ସେବାଗୁଡିକ ଲାଭ କରିପାରିବେ।
ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର
ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!
ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...
କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...
ପ୍ରାଇଭେଟ୍ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...
ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍
ନୂଆଦିଲ୍ଲୀ,୧୯ା୧୨: ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...
ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର
ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...
Archives


