Posted inଫୁରସତ

ପୁରୁଣା କାରରେ ଏମିତି ମୁଦ୍ରା ଲଗାଇଲେ ୨ ବନ୍ଧୁ: ଦାମ୍‌ ଜାଣିଲେ…

ଖରାପ ପୁରୁଣା କାରକୁ ଉଚିତ ମୂଲ୍ୟରେ ବିକ୍ରି କରିବା ପାଇଁ ଲୋକମାନେ ତାହାର ମରାମତି କରିଥାନ୍ତି। ନୂଆ ପାର୍ଟ ଲଗାଇବାଠାରୁ ଆରମ୍ଭ କରି ସେଥିରେ ରଙ୍ଗ ଦେବାରେ ଟଙ୍କା ଖର୍ଚ୍ଚ କରିଥାନ୍ତି। ମାତ୍ର ଅଷ୍ଟ୍ରେଲିଆର ୨ ବନ୍ଧୁ ମଧ୍ୟ ଏମିତି କିଛି କରି ଦେଖାଇଛନ୍ତି। ଉଭୟ ସେମାନଙ୍କର ପୁରୁଣା ଗାଡିରେ ଟଙ୍କା ଖର୍ଚ୍ଚ କରିଥିଲେ। ମାତ୍ର ଏହାର ମରାମତି ପାଇଁ ନୁହେଁ ବରଂ ସେ କାର ସହ କିଛି ଭିନ୍ନ କରି ଦେଖାଇଥିଲେ, ଯାହାକି କେହି କଳ୍ପନା ମଧ୍ୟ କରିପାରିବେ ନାହିଁ।
ମାଇକେଲ ବ୍ରୁଖୁଏସ୍‌ ଏବଂ ମାର୍ଟି ସୋକୋଲିନସ୍କି ନିଜର ଅଦରକାରୀ ହୋଲଡେନ୍‌ ଆଷ୍ଟ୍ରା କାରର ମୂଲ୍ୟ ବଢ଼ାଇବା ପାଇଁ ତା’ ଉପରେ ୪୦ ହଜାର ମୁଦ୍ରା ଲଗାଇଲେ। ପରେ ସେମାନେ କାରକୁ ଭିଡିଓ ସୋସିଆଲ ମିଡିଆରେ ଶେୟାର କଲେ। ଏହାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ଲୋକ ଦେଖିସାରିଛନ୍ତି। ଉଭୟ ବନ୍ଧୁ କାରରେ କିପରି ମୁଦ୍ରା ଲଗାଇ ମସ୍ତି କରୁଛନ୍ତି ତାହା ଭିଡିଓରେ ଦେଖିବାକୁ ମିଳୁଛି।
କାରରେ ମୁଦ୍ରା ଲଗାଇବା ପରେ ଏହାର ମୂଲ୍ୟ ୫ଶହ ଡଲାରରୁ ୩ ହଜାର ଡଲାରକୁ ବୃଦ୍ଧି ପାଇଛି। ଏହି ଭିଡିଓକୁ ସୋସିଆଲ ମିଡିଆରେ ବହୁତ ପସନ୍ଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri