ପ୍ରଭାସଙ୍କ ପ୍ରଶଂସକଙ୍କୁ ମିଳିବ ଭାଲେଣ୍ଟାଇନ ଡେ’ ଉପହାର

ମୁମ୍ବାଇ: ସାଉଥ୍ ଷ୍ଟାର ପ୍ରଭାସଙ୍କ ଲାଗି ଚଳିତ ବର୍ଷ ଭାଲେଣ୍ଟାଇନ ଡେ’ ସ୍ପେଶାଲ ହେବାକୁ ଯାଉଛି । ତାଙ୍କର ବହୁ ପ୍ରତିକ୍ଷିତ ବହୁଭାଷି ଫିଲ୍ମ ‘ରାଧେଶ୍ୟାମ’ ର ଟିଜର ଭାଲେଣ୍ଟାଇନ ଡେ’ରେ ରିଲିଜ ହେବାକୁ ଯାଉଛି । ନିଜେ ପ୍ରଭାସ ସୋସିଆଲ ମିଡିଆରେ ଫିଲ୍ମର ପୋଷ୍ଟର ଶେୟାର କରି ଏହି ସୂଚନା ଦେଇଛନ୍ତି । ଏହି ପୋଷ୍ଟରରେ ପ୍ରଭାସ ରୋମର ସଡ଼କରେ ବୁଲୁଥିବାର ଦେଖାଯାଇଛି । ଏଥିରେ ସେ ଏକ ଲଭର ବୟ ଭୂମିକାରେ ନଜର ଆସିବେ । ଆଉ ପୂଜା ହେଗଡେଙ୍କ ସହ ରୋମାନ୍ସ କରିବେ । ରାଧେଶ୍ୟାମର ଟିଜର ଭାଲେଣ୍ଟଇନ ଡେ’ ଦିନ ସକାଳ ୯ଟା ୧୮ରେ ରିଲିଜ୍ ହେବ । ପୋଷ୍ଟର ଶେୟାର କରି ପ୍ରଭାସ ଲେଖିଛନ୍ତି, ରାଧେଶ୍ୟାମର ଝଲକ ସହ ଭାଲେଣ୍ଟାଇନ ଡେ’ରେ ଦେଖାହେବ । ଦର୍ଶକେ ପ୍ରଭାସଙ୍କୁ ଏକ ରୋମାଣ୍ଟିକ୍ ଲାଇଟରେ ଦେଖିବାକୁ ଅପେକ୍ଷା ରଖିଛନ୍ତି । ପ୍ରଭାସ ଭାରତରେ ସବୁଠାରୁ ଡିଜାରେବଲ ଅଭିନେତା ହୋଇଥିବା ବେଳେ ତାଙ୍କୁ ରୋମାଣ୍ଟିକ ଭୂମିକାରେ ଦେଖିବା ଏକ ଟ୍ରିଟ୍ର ଭଳି ହୋଇଥାଏ । ରାଧେଶ୍ୟାମ ଏକ ବହୁଭାଷି ଫିଲ୍ମ ହୋଇଥିବା ବେଳେ ରାଧା କୃଷ୍ଣ କୁମାର ଏହାର ନିର୍ଦ୍ଦେଶନା ଦେଇଛନ୍ତି । ଫିଲ୍ମରେ ପ୍ରଭାସ ଓ ପୂଜା ହେଗଡେଙ୍କ ବ୍ୟତୀତ ସଚ୍ଚିନ ଖେଡକର, ପ୍ରିୟଦର୍ଶି ଭାଗ୍ୟଶ୍ରୀ, ମୁରଲି ଶର୍ମାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ । ଏହାର ମ୍ୟୁଜିକ ଉପରେ ବିଶେଷ ଧ୍ୟାନ ଦିଆଯାଇଛି । ଏହାର ଟିମ୍ ଭିନ୍ନ ଭିନ୍ନ ମାର୍କେଟରୁ ଭିନ୍ନ ଭିନ୍ନ ସଙ୍ଗିତ ନିର୍ଦ୍ଦେଶକଙ୍କୁ ଏକାଥରେ ଆଣିବାକୁ ପ୍ରୟାସ କରିଛନ୍ତି । ଫିଲ୍ମରେ ସବୁ ଗୀତ ଅଲଗା ଅଲଗା ଭର୍ସନରେ ପରସ୍ପରଠାରୁ ଭିନ୍ନ ହେବ । ଯାହାକି ଭାରତୀୟ ସିନେମାରେ ପୂର୍ବରୁ କେବେ ହୋଇ ନ ଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri