ସମ୍ବଲପୁରରେ ଚିହ୍ନଟ ହୋଇନାହାନ୍ତି ନୂଆ ସଂକ୍ରମିତ

ସମ୍ବଲପୁର,୧୨ା୨(ବ୍ୟୁରୋ): ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ ଶୁକ୍ରବାର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଶୂନ ହୋଇଛି। ହେଲେ ପୂର୍ବରୁ ସଂକ୍ରମଣ ହୋଇଥିବା ୪୨ ଜଣ ଚିକିତ୍ସାଧୀନ ଅଛନ୍ତି। ଜିଲାରେ ମୋଟ ୯୯୧୨ ଜଣ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଥିବା ବେଳେ ୯୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କୋଭିଡ୍‌ରେ ୯୭ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ...

ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…

ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ...

ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର...

ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…

ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri