ବିଧାୟକଙ୍କ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,  ୧୩।୨(ବ୍ୟୁରୋ): ଆସନ୍ତା ୧୮ରୁ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌ ସ୍ଥିତିରେ ସୁଧାର ଆସିଥିଲେ ହେଁ ଚଳିତଥର ମଧ୍ୟ ଅଧିବେଶନକାଳରେ ସମସ୍ତ ନିୟମାବଳୀକୁ ପାଳନ କରାଯିବ। ପୂର୍ବରୁ ଦୁଇଟି ଅଧିବେଶନ ଭଳି ଚଳିତ ଅଧିବେଶନ ଲାଗି ମଧ୍ୟ କୋଭିଡ୍‌ ଟେଷ୍ଟ କରାଯିବ। ଯାହାର ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଥିବ, ତାଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ମିଳିବ। ସମସ୍ତ ବିଧାୟକ, ସେମାନଙ୍କ ସୁରକ୍ଷାକର୍ମୀ ଓ ଡ୍ରାଇଭରଙ୍କ କରୋନା ଟେଷ୍ଟ କରାଯିବ। ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ବିଧାନସଭା ପରିସରରେ ଏହି ଟେଷ୍ଟ ହେବ। ଏଥିସହ ଅଧିବେଶନ ସରିଲା ପରେ ବି ସମସ୍ତଙ୍କ ଆରଟି-ପିସିଆର ଟେଷ୍ଟ କରାଯିବ। ଅଧିବେଶନବେଳେ କେହି ସଦସ୍ୟ ଅସୁସ୍ଥ ହେଲେ ଟେଷ୍ଟ କରିବେ। ବିଧାନସଭା ସଚିବାଳୟ କର୍ମଚାରୀ ଓ ସିଏମ୍‌ଓ ଷ୍ଟାଫ୍‌ଙ୍କର ମଧ୍ୟ ଟେଷ୍ଟ ହେବ। ଏନେଇ ସ୍ବାସ୍ଥ୍ୟ ବିଭାଗ ଗାଇଡ୍‌ଲାଇନ୍‌ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri