ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ: ଦେଶରେ ବିମାନ ଭଡ଼ା ବଢିବାର ସମ୍ଭାବନା ରହିଛି। ସରକାର ବିମାନ ଭଡ଼ାର ସର୍ବନିମ୍ନ ଓ ସର୍ବୋଚ୍ଚ ପ୍ରାଇସ ବ୍ୟାଣ୍ଡ୍‌ ବୃଦ୍ଧି କରିଛନ୍ତି। ସର୍ବନିମ୍ନ ଭଡ଼ା ୧୦% ଓ ସର୍ବୋଚ୍ଚ ଭଡ଼ା ୩୦% ବୃଦ୍ଧି କରାଯାଇଛି। ଫଳରେ ଘରୋଇ ବିମାନ ଯାତ୍ରା ୬ହଜାର ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହେବାର ସମ୍ଭାବନା ରହିଛି। ଗତ ବର୍ଷ ମେ ମାସରେ ବିମାନ ଚଳାଚଳ ଉପରେ ଲାଗୁ କଟକଣା ସାମାନ୍ୟ କୋହଳ କରାଯିବା ପରେ ଡିଜିସିଏ ପକ୍ଷରୁ ବିମାନ ଭଡ଼ାର ସର୍ବନିମ୍ନ ଓ ସର୍ବୋଚ୍ଚ ପ୍ରାଇସ ବ୍ୟାଣ୍ଡ୍‌ କୁ ହ୍ରାସ କରିଥିଲେ। ଏହାର ଅଥର୍ର୍ ହେଉଛି ବିମାନ କମ୍ପାନିମାନେ ର୍ନିଦ୍ଦିଷ୍ଟ ଅବଧିର ଯାତ୍ରା ପାଇଁ ଏକ ର୍ନିଦ୍ଦିଷ୍ଟ ପରିମାଣଠାରୁ ଅଧିକ ମୂଲ୍ୟର ଭଡ଼ା ଆଦାୟ କରିପାରିବେ ନାହଁ। କଟକଣା କୋହଳ ପରେ ଅଳ୍ପ ବିମାନ ଚଳାଚଳ କରୁଥିବାରୁ କମ୍ପାନିମାନେ ଯେପରି ଅଧିକ ଭଡ଼ା ଲାଗୁ ନକରନ୍ତି ସେଥିପାଇଁ ଏହି ନିୟମ ଲାଗୁ କରାଯାଇଥିଲା। ବର୍ତ୍ତମାନ ଏବେ ଘରୋଇ କ୍ଷେତ୍ରରେ ବିମାନ ଚଳାଚଳ ସ୍ବାଭାବିକ ହୋଇଥିବାରୁ ସରକାର ପୁଣି ବିମାନ ଭଡ଼ାର ପ୍ରାଇସ ବ୍ୟାଣ୍ଡ୍‌ ବଢାଇ ତାହାକୁ ଲକଡାଉନ ପୂର୍ବ ସ୍ତରକୁ ନେଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri