ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ ଇସ୍ତଫା ଦେବା ନେଇ ସୂଚନା ରହିଛି…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ ପଡ଼ିଲେ ଇଲେକ୍ଟ୍ରୋନିକ ଲଟେରୀ କରାଯିବ, କିନ୍ତୁ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା ମଣ୍ଡପରେ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି।…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ. ପ୍ରବୀଣ ଭାଇ ତୋଗଡ଼ିଆ। ଶ୍ରୀରାମ ନବମୀ…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ କୌଣସି ଲକଡାଉନ୍‌ ହେବନି । ୁଁ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ ଅଭିଯାନ ଆରମ୍ଭ କରିବାକୁ ଉଦ୍ୟମ କରୁଥିବା…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ୩୫ ବର୍ଷ ବୟସରେ, ସେ ନେପାଳର ସବୁଠାରୁ କମ…

ଟ୍ରମ୍ପଙ୍କ ନୂଆ ପାଓ୍ବାର: ଏବେ ଆମେରିକୀୟ ଡଲାରରେ ରହିବ ତାଙ୍କ ଦସ୍ତଖତ, ଜାଣନ୍ତୁ ପୂର୍ବରୁ କିଏ କରୁଥିଲେ…

ଓ୍ବାଶିଂଟନ,୨୭ା୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ପାଓ୍ବାର ବଢ଼ିଛି। ଏଣିକି ଆମେରିକୀୟ ଡଲାରରେ ଟ୍ରମ୍ପଙ୍କ ଦସ୍ତଖତ ରହିବ। ଏହା ଆମେରିକାର ସ୍ବାଧୀନତାର ୨୫୦ତମ ବାର୍ଷିକୀ ପାଳନ କରିବା ପାଇଁ କରାଯିବ। ଯାହା ୧୬୫ ବର୍ଷ ମଧ୍ୟରେ ପ୍ରଥମ। ୧୮୬୧ରୁ ଆମେରିକୀୟ…

ଲକଡାଉନ ଗୁଜବ ମଧ୍ୟରେ ଜବାବ ଦେଲେ କେନ୍ଦ୍ର ସରକାର, ପେଟ୍ରୋଲିୟମ ମନ୍ତ୍ରୀ କହିଲେ…..

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁଁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି । ଏହାରି ଭିତରେ କେନ୍ଦ୍ରସରକାରଙ୍କ ବୟାନ ସାମ୍ନାକୁ ଆସିଛି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି ଯେ ଲକଡାଉନ ହେବାର ଗୁଜବ ସମ୍ପୂର୍ଣ୍ଣ…

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ ସୁପ୍ରିମୋ ପୁଣିଥରେ ଦେଶବ୍ୟାପୀ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ ହୋଇଥିବା “ଜଗ ବସନ୍ତ” ନାମକ ଏକ ଜାହାଜ ଭାଡିନାର ବନ୍ଦରରେ ପହଞ୍ଚିଛି ।…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯ ଥିଲା। ଭୂକମ୍ପ ସକାଳ ୮.୩୧ରେ ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଲେହ ନିକଟରେ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କକୁ ଯଥେଷ୍ଟ ହ୍ରାସ କରିଛନ୍ତି। ଗୁରୁବାର ଜାରି ହୋଇଥିବା ଏକ ସରକାରୀ ନିର୍ଦ୍ଦେଶ…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ ମିଡିଆର ଏକ ପୋଷ୍ଟରେ ଲେଖିଛନ୍ତି। ସେ ଲେଖିଛନ୍ତି, ଇରାନ ସରକାରଙ୍କ ଅନୁରୋଧରେ, ମୁଁ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ…

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି । ଫଳରେ ଅନେକ ହଜାର ମହିଳା ଅସ୍ବାଭାବିକ ମୃତ୍ୟୁର ସମ୍ମୁଖୀନ ହେଉଛନ୍ତି। ଯୌତୁକ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri