ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ ପ୍ରଚଳିତ ଥିଲା ଏହି ପ୍ରଥା। ପରେ…

Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ ଟଙ୍କା ଫେରସ୍ତ ପାଇଁ ଦାବି କରିପାରିବେ।…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଶୁକ୍ରବାର ଗିରଫକରି…

ମହିଳା ଆଥଲେଟ୍‌ଙ୍କ ହେବ ଏସ୍‌ଆରଓ୍ବାଇ ଜେନେ ଟେଷ୍ଟ, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ା୨: ଜାତୀୟସ୍ତର ମହିଳା ପ୍ରତିଯୋଗିତାଗୁଡ଼ିକରେ ଯେପରି କେବଳ ବାୟୋଲଜିକାଲ ମହିଳାମାନେ ଅଂଶଗ୍ରହଣ କରିପାରିବେ ତାହାକୁ ନଜରରେ ରଖି ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ପକ୍ଷରୁ ଚଳିତବର୍ଷ ଏସ୍‌ଆର୍‌ଓ୍ବାଇ (ସେକ୍ସ ଡିଟରମିନିଙ୍ଗ ରିଜିଅନ ଓ୍ବାଇ)…

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ ପ୍ରାଣୀ ସମ୍ପଦ ଓ ଗୋଟିଏ କୃଷି…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ…

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ ବଡ଼ ସୂଚନା ଦେଇ କହିଛନ୍ତି, ୫ଟି ନାଁକୁ ନେଇ ଆଲୋଚନା ଚାଲିଛି।…

କୋଲକାତାରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

କୋଲକାତା,୨୭।୨: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ ଆପଣଙ୍କ ୱାଲେଟ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହା ମୋବାଇଲ ଫୋନ, ବ୍ୟାଙ୍କିଂ ଏବଂ…

WhatsApp ଡାଉନ୍‌: ଅଧିକ ପ୍ରଭାବିତ ୱେବ ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଭାରତରେ ହ୍ବାଟ୍ସଆପ୍‌ ୱେବ ୟୁଜର୍ସମାନେ ଲଗ ଇନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ସକାଳେ ଅନେକ ୟୁଜର୍ସ ହ୍ବାଟ୍ସଆପ ୱେବ ବ୍ୟବହାର କରିବାରେ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ସେମାନେ ଅଭିଯୋଗ କରିଥିଲେ, ସେମାନେ ସେମାନଙ୍କ ଆକାଉଣ୍ଟରେ ଲଗ ଇନ…

CBIର ମଦ ଦୁର୍ନୀତି ମାମଲା: ଅରବିନ୍ଦ କେଜରିୱାଲ ଓ ମନୀଷ ସିସୋଦିଆ ଦୋଷମୁକ୍ତ, ଆଲିଙ୍ଗନ କରି କାନ୍ଦିଲେ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଶୁକ୍ରବାର ଦିନ ସ୍ୱତନ୍ତ୍ର ବିଚାରପତି ଜିତେନ୍ଦ୍ର ସିଂ ତାଙ୍କ ରାୟରେ କେଜରିୱାଲ…

ବିଧାୟକଙ୍କୁ ନବୀନ ନିବାସ ଡକରା, ଅପରାହ୍ନ ୫ଟାରେ ବଡ଼ ବୈଠକ

ଭୁବନେଶ୍ବର,୨୭।୨: ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି । ରାଜ୍ୟ ସଭା ନିର୍ବାଚନ ନେଇ…

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ…

ବିଜେଡି ବୈଠକକୁ ନେଇ ଉଠିଲା ପ୍ରଶ୍ନ: ବଢୁଛି ଅସନ୍ତୋଷ

ଭୁବନେଶ୍ୱର, ୨୭।୨(ସୁନିତ୍‌ ମିଶ୍ର):ବିଜେଡିର ରାଜନୈତିକ ବ୍ୟାପାର କମିଟି (ପିଏସି) ବୈଠକ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ସମୟ ଧରି ହୋଇଥିବା ପିଏସି ବୈଠକରେ ବହୁତ ରାଜନୈତିକ…

ଆଫଗାନିସ୍ତାନ ବିରୋଧରେ ଯୁଦ୍ଧ ଘୋଷଣା କଲା ପାକିସ୍ତାନ, ୧୩୩ ଜଣଙ୍କ ମୃତ୍ୟୁ ନେଇ ଦାବି

ନୂଆଦିଲ୍ଲୀ,୨୭ା୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ଉତ୍ତେଜନା ଏବେ ଖୋଲା ବିବାଦରେ ପରିଣତ ହୋଇଛି। ଏହି ସଂଘର୍ଷ ୨୧ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିଲା, ଯେତେବେଳେ ପାକିସ୍ତାନ ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ ଆରମ୍ଭ କରିଥିଲା। ପାକିସ୍ତାନ ଅପରେସନ୍ ଗଜବ ଲିଲ୍ ହକ୍…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri