ନାବାଳିକା ଗଣବଳାତ୍କାର ମାମଲା: ଆଉ ଜଣେ ଗିରଫ

ଯୋଡ଼ା, ୨୮।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଘଟିଥିବା ନାବାଳିକା ବଳତ୍କାର ଘଟଣାରେ ପୋଲିସ ଗୁରୁବାର ଆଉ ଜଣଙ୍କୁ ଗିରଫ କରିଛି। ତାଙ୍କ ନାମ ଅଜିତ କୁମାର ମିଶ୍ର।
ବଡ଼ବିଲ ଏସ୍‌ଡିପିଓ ଦିଲୀପ କୁମାର ବାଗଙ୍କ ସୂଚନା ଅନୁଯାୟୀ, ୩ଜଣ ନାବାଳକଙ୍କୁ ମିଶାଇ ଏହି ଘଟଣାରେ ୭ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ୩ ନାବାଳକଙ୍କୁ ସ୍ବଧାର ଗୃହକୁ ପଠାଯାଇଥିବା ବେଳେ କ୍ରିଷ୍ଣା କାରୁଆ, ସୁରଜ ମୁଣ୍ଡା, ଦୁମ୍ବି ମୁଣ୍ଡାଙ୍କୁ ବୁଧବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ପୀଡ଼ିତାଙ୍କ ବୟାନ ଅନୁଯାୟୀ ଅଭିଯୁକ୍ତଙ୍କର ଫଟୋ ଚିହ୍ନଟ ହେବା ପରେ ପୋଲିସ ସେମାନଙ୍କୁ ଗିରଫ କରିଛି। ଏହି ଘଟଣାରେ ୮ଜଣ ସମ୍ପୃକ୍ତ ଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ଗୁରୁବାର ଏହି ଘଟଣାର ତଦନ୍ତ କରିବାପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଡା. ଗୀତାଞ୍ଜଳି ବସ୍ତିଆ, ଡା. ଦିବ୍ୟା ସରସ୍ବତୀ ଯୋଡ଼ାରେ ପହଞ୍ଚିଛନ୍ତି। ସେମାନେ ପୀଡ଼ିତାଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟବସ୍ଥା କଥା ଡାକ୍ତରଙ୍କଠାରୁ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri