Posted inଫୁରସତ

ଦୁନିଆର ସବୁଠୁ ବିକୃତ ଦେଖାଯିବାକୁ ଖର୍ଚ୍ଚ କଲେଣି ୧୪ ଲକ୍ଷ

ସଉକ ଏକ ବଡ଼ ଜିନିଷ। ଏହାକୁ ପୂରଣ କରିବା ପାଇଁ ଜଣେ ବ୍ୟକ୍ତି କିଛି ବି କରିବାକୁ ଚାହିଁଥାଏ। ସେମିତି ଜଣେ ବ୍ୟକ୍ତି ହେଲେ କାନାଡ଼ାର ୩୦ ବର୍ଷୀୟ ଜୋଶୁଆ ବନ୍ସ। ଜୋଶୁଆ ନିଜ ଶରୀରକୁ ପରିବର୍ତ୍ତନ କରିବାକୁ ଚାହୁଁଥିଲେ। ଏହି କାରଣରୁ ସେ ମାତ୍ର ୧୯ ବର୍ଷରୁ ନିଜ ଶରୀରରେ ଟାଟୁ କରିବା ଆରମ୍ଭ କରିଥିଲେ। ଏବେ ୩୦ ବର୍ଷ ବୟସରେ ସେ ନିଜ ଶରୀରକୁ ଏକ ଜୀବନ୍ତ ଡ୍ରାଗନରେ ପରିଣତ କରିସାରିଛନ୍ତି। ଏଥିପାଇଁ ସେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିସାରିଛନ୍ତି। ଜୋଶୁଆ ନିଜ କାନ ଏବଂ ଆଖିରେ ମଧ୍ୟ ଟାଟୁ କରିଛନ୍ତି। ଏଥିସହ ସେ ନିଜ ଜିଭକୁ କାଟି ଦେଇଛନ୍ତି। ଜୋଶୁଆଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜୋଶୁଆ ନିଜ ଶରୀରରେ ପରିବର୍ତ୍ତନ କରି ଏକ ଜୀବନ୍ତ ଡ୍ରାଗନରେ ପରିବର୍ତ୍ତନ କରିଛନ୍ତି। ଏପରି କରିବାର ଲକ୍ଷ୍ୟ ହେଉଛି, ଦୁନିଆର ସବୁଠୁ ବିକୃତ ଲୋକ ଭାବେ ତାଙ୍କର ଗଣନା ହେଉ ବୋଲି ସେ ଚାହାନ୍ତି। ତାଙ୍କର ଏହି ଫଟୋକୁ ଦେଖିବା ପରେ କିଛି ଲୋକ ଡରି ମଧ୍ୟ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri