ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ଇନ୍ଦୋରରେ ୮୨ତମ ଜାତୀୟ କ୍ୟାଡେଟ ଓ ସବ୍ଜୁନିୟର ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍ ଚଳିତମାସ ୨୫ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ଆସୋସିଏଶନ ପକ୍ଷରୁ ଉଭୟ ବାଳିକା ଓ ବାଳକ ଦଳ ଘୋଷଣା କରାଯାଇଛି। ଓଡ଼ିଶା ଦଳ ସୋମବାର ଇନ୍ଦୋର ଯାତ୍ରା କରିଛି।
ଓଡ଼ିଶା ଦଳ
କ୍ୟାଡେଟ ଓ ସବ୍ଜୁନିୟର ବାଳିକା: ଉର୍ଜା ବର୍ମା, ସାକ୍ଷୀ ଭଗତ, ଆଫିଆ ମୋହସିନ, ସ୍ବେତା ଦଳାଇ, ସାନିଆ ମିଶ୍ର, ଏମ୍.ବି.ବି. ପଣ୍ଡା, ସ୍ବସ୍ତିକା ଆଦାବର।
କ୍ୟାଡେଟ ଓ ସବ୍ଜୁନିୟର ବାଳକ: ଜିଜ୍ଞାସୁ ସାହୁ, ଜୟସ୍ତୁ ଦାସଗୁପ୍ତା, ପ୍ରତ୍ୟୁଶ ମିଶ୍ର, ଆୟାନ ମୁସ୍ତାକ, ଫାରାଜ ରାଜା, ଏସ.ଏସ. ଆନନ୍ଦ। କୋଚ୍: ଜିତୁ ପଣ୍ଡା, ମ୍ୟାନେଜର ସମ୍ବିତ ଦାସ, ଅମ୍ପାୟର: ସ୍ବେତା ସାହୁ।
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ
ଆଡିଲେଡ୍,୨୧ା୧୨: ସ୍ଥାନୀୟ ଆଡିଲେଡ୍ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...
IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ
ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...
ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...
ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...
ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ
ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...
ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ
ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...
Archives


