Posted inରାଜ୍ୟ

ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୨: ଓଡ଼ିଶାରୁ ବୁଧବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟ ଏପର୍ଯ୍ୟନ୍ତ ସୁସ୍ଥ ହୋଇଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୨୪୩ରେ ପହଞ୍ଚିଛି। ବରଗଡ଼ରୁ ସର୍ବାଧିକ ୧୪, ଖୋର୍ଦ୍ଧାରୁ ୯, ମୟୁରଭଞ୍ଜରୁ ୭, ନୂଆପଡ଼ା ଓ ସମ୍ବୁଲପୁରରୁ ୬, ବାଲେଶ୍ୱର, ବଲାଙ୍ଗୀର, ଯାଜପୁର ଓ ସୁନ୍ଦରଗଡ଼ରୁ ୫, ଝାରୁସୁଗୁଡ଼ା ଓ ପୁରୀରୁ ୩, ଢେଙ୍କାନାଳ ଓ ସୋନପୁରରୁ ୨, ଅନୁଗୁଳ, କଟକ, କଳାହାଣ୍ଡି, ନୟାଗଡ଼ ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri