Posted inଖେଳ

ଅକ୍ଷରଙ୍କ ବୋଲିଂ ଦେଖି ଖୁସିରେ ଝୁମିଲେ ‘କ୍ରିକେଟର ଭଗବାନ’; ଟୁଇଟ୍‌ କରି କହିଲେ…

ଅହମ୍ମଦାବାଦ,୨୫।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ଇଲଂଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ୍‌ ଖେଳ ଜାରି ରହିଛି। ଏହି ଦିବାରାତ୍ର ମ୍ୟାଚ୍‌ର ପ୍ରଥମ ଦିନରେ ଚମକିଛନ୍ତି ଭାରତୀୟ ବୋଲର୍‌ ଅକ୍ଷର ପଟେଲ। ପ୍ରଥମ ପାଳିରେ ସେ ୨୧.୪ ଓଭର ବୋଲିଂ କରିଥିବା ବେଳେ ୬ ମେଡେନ୍‌ ସହ ୩୮ ରନ୍‌ ଦେଇ ୬ ଉଇକେଟ ନେଇଥିଲେ। ଏହା କ୍ରିକେଟରଙ୍କ ଟେଷ୍ଟ କ୍ୟାରିୟରର ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଲଟିଛି। ଏଥିପାଇଁ ଟେଷ୍ଟରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ଇଂଲଣ୍ଡ ଦଳ ୧୧୨ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା।

ଅକ୍ଷରଙ୍କ ଉଲ୍ଲେଖନୀୟ ବୋଲିଂକୁ କ୍ରିକେଟର ଭଗବାନ ସଚିନ୍‌ ତେନ୍ଦୁଲକର ମଧ୍ୟ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି। ସ୍ପିନର ଭାବେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଙ୍କୁ ପ୍ରଥମେ ବୋଲିଂ ଲାଗି କହିଥିଲେ। ଏହାପରେ ଖେଳ ସମାପ୍ତ ହେବା ପୂର୍ବରୁ ଅକ୍ଷର ଏକ ଓଭରରେ ଗୋଟିଏ ଉଇକେଟ ନେଇ କୌଣସି ରନ୍‌ ଦେଇ ନ ଥିଲେ। ସଚିନ ଟୁଇଟ୍‌ କରି ଏହାକୁ ମ୍ୟାଚ୍‌ର ଏଯାବତର ସବୁଠାରୁ ଭଲ ଓଭର ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri