ଆଜି ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ, ୩୩୭୦୧୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୦୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୬ ଜଣ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ବି ସମ୍ବଲପୁରରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୦, ଖୋର୍ଦ୍ଧା, ସୁନ୍ଦରଗଡ଼ ଏବଂ ବାଲେଶ୍ୱରରୁ ୮ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୪, ବଲାଙ୍ଗୀର ୧, ବୌଦ୍ଧ ୧, କଟକ ୪, ଗଞ୍ଜାମ ୧, ଗଞ୍ଜାମ ୩, ଯାଜପୁର ୪, ଝାରସୁଗୁଡ଼ା ୫, କଳାହାଣ୍ଡି ୧, କନ୍ଧମାଳ ୩, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୧, ମୟୂରଭଞ୍ଜ ୭, ନୂଆପଡ଼ା ୩, ପୁରୀ ୨ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୦୧୮ରେ ପହଞ୍ଚିଥିବା ବେଳେ ୩,୩୪,୪୦୦ ଜଣ ସୁସ୍ଥ ହୋଇଛନ୍ତି। ୬୫୦ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri