Posted inଜାତୀୟ

ଅଦ୍ଭୁତ ଘଟଣା: ପାଣିରେ ଦିଆସିଲି ମାରିଲେ ଜଳୁଛି ନିଆଁ

ଭୋପାଳ,୨୬।୨: ମଧ୍ୟପ୍ରଦେଶର ଦାମୋହ ଜିଲାରେ ପୂର୍ବରୁ ଅମୂଲ୍ୟ ରତ୍ନ ପାଇଁ ବେଶ୍‌ ପରିଚିତ। ବର୍ତ୍ତମାନ ରତ୍ନ ସହିତ ପେଟ୍ରେଲିୟମ ପଦାର୍ଥ ଏବଂ ଗ୍ୟାସର ଭଣ୍ଡାର ମିଳିଛି। ପ୍ରଥମେ ଗ୍ରାମୀଣ ଅଞ୍ଚଳରେ କିଛିଦିନ ପର୍ଯ୍ୟନ୍ତ ଅଚାନକ ବୋରିଂ ପାଣିରୁ ଗ୍ୟାସ ବାହାରିବା ଘଟଣା ସାମ୍ନାକୁ ଆସିଥିଲା। ମାତ୍ର ଦାମୋହ ଜିଲାର ହାଟା ସବ୍‌ଡିଭିଜନ ଅନ୍ତର୍ଗତ ଗ୍ୟାସ ବାଦ ପୋଲିସ ଷ୍ଟେଶନ ଅଞ୍ଚଳର କାମଟା ଗ୍ରାମରେ ଚାଲିଥିବା ଟ୍ୟୁବ୍‌ଓ୍ବେଲ ଖନନରେ ଗ୍ୟାସ୍‌ ଲିକ୍‌ ସୂଚନା ପାଇବା ପରେ ଯେତେବେଳେ ଅନୁସନ୍ଧାନ କରାଗଲା ସେତେବେଳେ ଚମକପ୍ରଦ ଘଟଣା ଦେଖିବାକୁ ମିଳିଲା।

ହଟା ମୁଖ୍ୟାଳୟଠାରୁ ୨୭ କିଲୋମିଟର ଦୂରରେ ଥିବା ଗ୍ରାମପଞ୍ଚାୟତ ମୁହାରାଇର ଏକ ଛୋଟ ଗାଁରେ ଏହି ନଳକୂପ ଖନନ କରାଯାଇଥିଲା। ସେତେବେଳେ ପାଣିର ସ୍ବାଦ ଆଦୌ ଭଲ ଲାଗିଲା ନାହିଁ। ମେଶିନ ନଳକୂପ ଖୋଳିବା ସମୟରେ ଗନ୍ଧ ଆସୁଥିବା ଅଭିଯୋଗ ହୋଇଥିଲା। ଏହା ପରେ ଦିଆସିଲି ମାରିବାରୁ ଏହା ଜଳିଥିଲା। ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ଠିକ୍‌ ସେହିପରି ଦୁଇବର୍ଷ ତଳେ କୃଷକ ମୁନ୍ନା ନିଜ ଜମିକୁ ୩୦୦ ଫୁଟ ଗଭୀରର ବୋରିଂ କରିଥିଲେ। ଏହି ସମୟରେ ମଧ୍ୟ ଗ୍ୟାସ ନିର୍ଗତ ହେଉଥିବା ଯାଞ୍ଚ ସମୟରେ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ଶ୍ରୀମୟୀ: ରାଜନୀତିରେ ହଲଚଲ…

ଭୁବନେଶ୍ୱର,୨୩।୧୨: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲାବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri