ଦୀପିକାଙ୍କ ମନ୍ତ୍ର

ମୁମ୍ବାଇ: ବଲିଉଡ୍ ନାୟିକା ଦୀପିକା ପାଦୁକୋନ ନିଜ ଭିନ୍ନ ଅନ୍ଦାଜ ପାଇଁ ସବୁେବେଳ ଥାଆନ୍ତି ଚର୍ଚ୍ଚାରେ । ହେଲେ ଏବେ ତାଙ୍କର ଯେଉଁ ଭିଡିଓ ଭାଇରାଲ ହେଉଛି ସେଥିରେ ସେ ମହିଳାଙ୍କୁ ଆତ୍ମବିଶ୍ୱାସୀ ହେବାର ମନ୍ତ୍ର ଦେଇଛନ୍ତି ବୋଲି କୁହାଯାଉଛି । ଉକ୍ତ ଭିଡିଓରେ ଦୀପିକା ସିମ୍ପଲ ଲୁକ୍‌ରେ ନଜର ଆସିଛନ୍ତି । ପରିବାରର ଷ୍ଟାଇଲ ଆଇକନ କୁହାଯାଉଥିବା ଦୀପିକା ଏକ ଜିନ୍ସ ଓ ଟିସର୍ଟ ପିନ୍ଧିଥିବା ନଜର ଆସିଛନ୍ତି । ହେଲେ ସେ ଯେଉଁ ଅନ୍ଦାଜରେ ଅଛନ୍ତି ତାହା ସମସ୍ତଙ୍କୁ ବେଶ୍ ପସନ୍ଦ ଆସିଛି । ପ୍ରକୃତରେ ଏହା ହେଉଛି ଏକ ବିଜ୍ଞାପନର ଭିଡିଓ । କିନ୍ତୁ ଏଥିରେ ସେ କେମିତି ଚିନ୍ତା ମୁକ୍ତ ହୋଇ ବଞ୍ଚିବାର ଶୈଳୀକୁ ଉପସ୍ଥାପନ କରିଛନ୍ତି ତାହା ଦେଖିବାକୁ ମିଳିଛି । ଏଥିରେ ସେ ତାଙ୍କ ସୌକ ପୂରଣ କରୁଥିବାର ଯେଉଁ ଇଚ୍ଛା ଶକ୍ତି ତାହା ଅନ୍ୟ ମହିଳାଙ୍କୁ ପ୍ରେରଣା ଦେଉଛି ବୋଲି କୁହାଯାଉଛି । ବିଜ୍ଞାପନର ଏହି ଭିଡିଓଟି ବାସ୍ତବ ଜୀବନରେ ମହିଳାଙ୍କୁ ଆତ୍ମବିଶ୍ୱାସୀ ହେବାର ପ୍ରେରଣା ଦେଉଛି ବୋଲି କୁହାଯାଉଛି । କାରଣ ଏଥିରେ ସେ କହୁଛନ୍ତି ପ୍ରତ୍ୟେକ ମହିଳାଙ୍କୁ ଖୋଲାଖୋଲି ଭାବେ ଆତ୍ମବିଶ୍ୱାସର ସହ ବଞ୍ଚିବା ଦରକାର । ଦୀପିକା ବଲିଉଡ୍ ଜଗତର ଜଣେ ସଫଳ ଅଭିନେତ୍ରୀ ହୋଇଥିବା ବେଳେ ଫିଲ୍ମ ‘ଓମ୍ ଶାନ୍ତି ଓମ୍‌’ ମାଧ୍ୟମର ସେ ପ୍ରଥମେ ବଲିଉଡରେ ଏଣ୍ଟ୍ରି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri