Posted inଫୁରସତ

ରାତିରେ କାହିଁକି ଦେଖିବାକୁ ମିଳେ ଜୁଳୁଜୁଳିଆ ପୋକ

ରାତିରେ ଗଛଲତା ଏବଂ ଆଖପାଖରେ ଜୁଳୁଜୁଳିଆ ପୋକ ନିଶ୍ଚିତ ଦେଖିଥିବେ। ମାତ୍ର ଏହା ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚଳରେ ଅଧିକ ଦେଖାଯାଏ। କିନ୍ତୁ ଜାଣିଛନ୍ତି ଏହା ରାତିରେ କାହିଁକି ଦେଖାଯାଏ ବୋଲି। ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…
ଏହା ରାତିରେ ଜଳିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ନିଜର ପୁରୁଷ ସାଥୀଙ୍କୁ ଆକର୍ଷିତ ଏବଂ ଖାଦ୍ୟ ଅନ୍ବେଷଣ କରିବା। ଜୁଳୁଜୁଳିଆ ପୋକରେ ତିନି ପ୍ରକାରର ଆଲୋକ ଦେଖାଯାଇଥାଏ। ମାଈ ଜୁଳୁଜୁଳିଆ ପୋକ ରାତିରେ ଜଙ୍ଗଲରେ ଥିବା ଗଛ କୋରଡ଼ରେ ଅଣ୍ଡା ଦେଇଥାଏ। ଜାଣି ଆଶ୍ଚର୍ଯ୍ୟ ହେବେ ଏମାନଙ୍କ ଅଣ୍ଡାରୁ ମଧ୍ୟ ଆଲୋକ ଦେଖିବାକୁ ମିଳିଥାଏ। ପୁରୁଷ ଏବଂ ମାଈ ଜୁୁଳୁଜୁଳିଆ ପୋକ ଚିହ୍ନିବାରେ ଯଦି ଅସୁବିଧା ହେଉଥାଏ ତେବେ ଯେଉଁ ଜୁଳୁଜୁଳିଆର ପର ନ ଥାଏ ତାହାକୁ ମାଈ ବୋଲି ଚିହ୍ନିବେ। ଏହା ଗୋଟିଏ ସ୍ଥାନରେ ବସିଥାଏ। ପୁରୁଷ ଜୁଳୁଜୁଳିଆ ପୋକ ରାତିରେ ହିଁ ଉଡ଼ି ବୁଲିଥାନ୍ତି। ଭାରତରେ ଏମାନଙ୍କ ସଂଖ୍ୟା ଢେର୍‌ ଅଧିକ। କିନ୍ତୁ ଓ୍ବେଷ୍ଟଇଣ୍ଡିଜ୍‌ ଏବଂ ଦକ୍ଷିଣ ଭାରତରେ ଅଧିକ ଆଲୋକ ଦେଉଥିବା ଜୁଳୁଜୁଳିଆ ପୋକ ଦେଖିବାକୁ ମିଳିଥାଏ।
୧୬୬୭ରେ ରବର୍ଟ ବୟଲ ନାମକ ଜଣେ ବୈଜ୍ଞାନିକ ଏହାର ଆବିଷ୍କାର କରିଥିଲେ। ଜୁଳୁଜୁଳିଆ ପୋକରେ ଫସ୍‌ଫରସ ଥିବାରୁ ଏହା ଆଲୋକ ଦେଇଥାଏ। କିନ୍ତୁ  ପରେ ଜଣା ପଡ଼ିଥିଲା  ଫସ୍‌ଫରସ ଯୋଗୁ ନୁହେଁ ବରଂ ଲ୍ୟୁସିଫେରେସ୍‌ ନାମକ ପ୍ରୋଟିନ୍‌ ଯୋଗୁ ଏହା ଚମକିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri