ପରିଣିତିଙ୍କ ପ୍ରେମ କାହାଣୀ

ମୁମ୍ବାଇ: ବଲିଉଡ୍ ନାୟିକା ପରିଣିତି ଚୋପ୍ରା ଏବେ ଚର୍ଚ୍ଚାରେ । ସେ ତାଙ୍କର ଫିଲ୍ମ ‘ଦ ଗର୍ଲ ଅନ୍ ଦ ଟ୍ରେନ’କୁ ନେଇ ଅଛନ୍ତି ଚର୍ଚ୍ଚାରେ । ଏହା ଓଟିଟି ପ୍ଲାଟଫର୍ମ ନେଟପ୍ଲିକ୍ସରେ ରିଲିଜ୍ ହୋଇଛି । ଏହି ଫିଲ୍ମ ରିଲିଜ୍ ହେବା ପରେ ପରିଣିତି ଚୋପ୍ରାଙ୍କୁ ଏକ ସାକ୍ଷାତ୍‌କାରରେ ଦେଖିବାକୁ ମିଳିଛି । ଯେଉଁଥିରେ ସେ ତାଙ୍କ ପର୍ସନାଲ ଲାଇଫ୍‌ର ପ୍ରେମ କାହାଣି ସମ୍ପର୍କରେ କହିଛନ୍ତି । ତେବେ ପ୍ରଥମଥର ଲାଗି ସେ ବଲିଉଡ୍ ନାୟକ ଶୈଫ ଅଲି ଖାଁଙ୍କୁ ଏକତରଫା ଭାବେ ମନ ଦେଇ ବସିଥିଲେ ବୋଲି କହିଛନ୍ତି । ହେଲେ ଆଜି ପର୍ଯ୍ୟନ୍ତ ସେ କେବେ କାହାସହ ଡେଟିଂରେ ଯାଇ ନାହାନ୍ତି ବୋଲି ପ୍ରକାଶ କରିଛନ୍ତି । କେବଳ ସେତିକି ନୁହେଁ ମାତ୍ର ୧୮ ବର୍ଷ ବୟସରେ ସେ ପ୍ରଥମେ କିସ୍ କରିଥିବା କଥା ଖୋଲାଖୋଲି କଥା ହୋଇଛନ୍ତି । ଫିଲ୍ମ ଶୁଟିଂରୁ ଅବସର ମିଳିଲେ ସେ ଘରେ ରହି ଟିଭି ଦେଖିବାକୁ ପସନ୍ଦ କରନ୍ତି ବୋଲି କହିଛନ୍ତି । କେବଳ ସେତିକି ନୁହେଁ ବଲିଉଡ୍‌ରେ ପାଦ ରଖିବା ପୂର୍ବରୁ ସେ ଖୁ୍‌ବ୍ ମୋଟା ଥିଲେ ବା ତାଙ୍କ ଶରୀରର ଓଜନ ଅଧିକ ଥିବାରୁ ସେ ଏବେ ଫିଟନେସ୍ ଉପରେ ଗୁରୁତ୍ୱ ଦେଉଥିବା କହିଛନ୍ତି । ପରିଣିତି ଖୁବ୍‌ଶୀଘ୍ର ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହେୱାଲଙ୍କ ବାୟୋପିକରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri