Posted inଅପରାଧ

ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଟାପଢ଼ୋଲ ଫାଣ୍ଡି ଅଧିକାରୀ

ଅନୁଗୋଳ ଅଫିସ, ୨୮।୬: ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଟାପଢ଼ୋଲ ଫାଣ୍ଡି ଅଧିକାରୀ(ଆଇଏଏସ୍‌) ଗଜେନ୍ଦ୍ର ବେହେରା ଲାଞ୍ଚ ନେବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଗଜେନ୍ଦ୍ର ଏକ ଏକ ମାର୍‌ପିଟ ମାମଲାର ରଫାଦଫା ପାଇଁ ଜଗନ୍ନାଥ ବେହେରାଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri