Posted inଜାତୀୟ

ପ୍ରିୟଙ୍କାକୁ ଅଧ୍ୟକ୍ଷା କରାଯିବା ନେଇ ଦାବି କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୩।୩: କଂଗ୍ରେସରେ ଆଭ୍ୟନ୍ତରୀଣ କନ୍ଦଳ ଥମିବାର ନା ଧରୁନି। ଦଳରେ ଅଧ୍ୟକ୍ଷ ନିର୍ବାଚନକୁ ନେଇ ସଙ୍କଟ ସୃଷ୍ଟି ହୋଇଥିବାବେଳେ ବରିଷ୍ଠ ନେତା ରଶିଦ୍‌ ଆଲ୍‌ଭି କହିଛନ୍ତି ଯେ, ରାହୁଲ ଗାନ୍ଧୀ ଅଧ୍ୟକ୍ଷ ହେବାକୁ ଅମଙ୍ଗ ହେଉଛନ୍ତି। ତେଣୁ ଏହି ଦାୟିତ୍ୱ ପ୍ରିିୟଙ୍କ ଗାନ୍ଧୀ ଭଦ୍ରାଙ୍କୁ ପ୍ରଦାନ କରାଯିବା ଆବଶ୍ୟକ। ସାମ୍ପ୍ରତିକ ସ୍ଥିତିରେ ଭାଜପା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମୁଖୀନ ହେଲା ଭଳି ଶକ୍ତି ପ୍ରିୟଙ୍କାଙ୍କର ରହିଛି। ପ୍ରିୟଙ୍କାଙ୍କଠାରୁ ଅନ୍ୟ କେହି କଂଗ୍ରେସର ଟାଣୁଆ ଅଧ୍ୟକ୍ଷା ହୋଇପାରିବେ ନାହିଁ। ଏବେ ସମୟ ଆସିଛି କଂଗ୍ରେସ ହାଇକମାଣ୍ଡ ଏନେଇ ବିଚାର କରିବା ଉଚିତ। ଦଳରେ ତାଙ୍କର ଏଭଳି ଦାବି ନେଇ କେହି ଖରାପ ଭାବିଲେ ମଧ୍ୟ ସେ ଏହାକୁ ଖାତିର କରନ୍ତି ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri