ମୁମ୍ବାଇ: ଲଗାତାର ତୃତୀୟ ସେସନ ଲାଗି ଭାରତୀୟ ପୁଞ୍ଜି ବଜାରରେ ବୃଦ୍ଧି ପରିଲକ୍ଷିତ ହୋଇଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍ଇ) ୧୧୪୮ ପଏଣ୍ଟ ବଢିବା ଯୋଗୁ ୫୧,୪୪୫ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ସେହିଭଳି ନିଫ୍ଟି ୩୨୭ ପଏଣ୍ଟ ଉର୍ଦ୍ଧ୍ୱରେ ରହି ୧୫,୨୪୬ ପଏଣ୍ଟ ସ୍ତରରେ ରହିଛି।

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
ନୂଆଦିଲ୍ଲୀ,୨୬।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...
ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...
ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...
ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...