୪ ବର୍ଷ ପରେ ବଳାତ୍କାରୀ ଅଭିଯୁକ୍ତ ଗିରଫ

ଖଡିଆଳ, ୪।୩ ଦୀର୍ଘ ୪ ବର୍ଷ ପରେ ଗିରଫ ହୋଇଛନ୍ତି ବଳାତ୍କାରୀ ଅଭିଯୁକ୍ତ। ସେ ହେଲେ ନୂଆପଡା ଜିଲା ଖଡିଆଳ ବ୍ଲକ ରାନିମୁଣ୍ଡା ପଞ୍ଚାୟତ କୋଟାମାଲ ଗ୍ରାମର ଚକ୍ରଧର ଦାଶ। ୨୦୧୫ ଡିସେମ୍ବର ୬ ତାରିଖରେ ଜଣେ ବିବାହିତ ମହିଳା ଘରକୁ ଫେରୁଥିବା ବେଳେ ଚକ୍ରଧର ତାଙ୍କୁ ବଳାତ୍କାର କରିଥିଲେ। ସେତେବେଳେ ଚକ୍ରଧର ବଳାତ୍କାର କରିଥିବା ସ୍ବୀକାର କରିବା ସହିତ ତାଙ୍କ ନାମରେ କେସ୍‌ ନମ୍ବର ୨୪୬/୧୫ ଇଉ/ଏସ, ୩୭୪/୨୯୪/୨୨୭/୫୯୬ ଆଇପିସି ଧାରାରେ ମାମଲା ରୁଜୁ ହୋଇଥିଲା। ଗତ ୨୦୧୬ ଫେବୃୟାରୀ ୯ରେ ଜେଲ ଯାଇଥିଲେ। ୧୮ ଡିସେମ୍ବର ୨୦୧୭ରେ ଜାମିନ ପାଇଥିଲେ। ସେହି ଦିନଠାରୁ ଅଦାଲତଙ୍କ କୌଣସି ନିୟମ ପାଳନ କରି ନ ଥିଲେ। ଏନେଇ କୋର୍ଟ ଜାମିନ ବିହିନ ଗିରଫ ଆଦେଶ ଦେଇଥିଲେ। ଦୀର୍ଘ ଦିନ ଧରି ପୋଲିସ ଚକ୍ରଧରଙ୍କୁ ଖୋଜୁଥିଲେ। ୨୦୨୧ ମାର୍ଚ୍ଚ ୩ରେ ବଙ୍ଗୋମୁଣ୍ଡାରୁ ତାଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ଖଡିଆଳ ଥାନା ଅଧିକାରୀ କୈଳାଶ ଚନ୍ଦ୍ର ସେଠୀ ପ୍ରକାଶ କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଅଁା ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଅଁାର ତାତି...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri