Posted inଫୁରସତ

ଚାରିଜଣ ଯୁବକଙ୍କୁ ପ୍ରେମଜାଲରେ ଫସାଇଥିଲେ ଯୁବତୀ, ଘରୁ ଫେରାର ହେବା ପରେ କାହାକୁ ବିବାହ କରିବେ ନେଇ ପଡ଼ିଲେ ଚିନ୍ତାରେ; ତା’ ପରେ…

ଆମ୍ବେଦକରନଗର: ଜଣେ କି ଦୁଇଜଣ ଯୁବକ ନୁହେଁ, ଚାରିଜଣ ଯୁବକଙ୍କ ସହ ଘରଛାଡ଼ି ଫେରାର ହୋଇଥିଲେ ଯୁବତୀ। ବିବାହ କରିବାକୁ ଇଚ୍ଛା ଥିଲେ ହେଁ ସେମାନଙ୍କ ମଧ୍ୟରୁ କାହାକୁ ବିବାହ କରିବେ ନିଶ୍ଚିତ କରିପାରି ନ ଥିଲେ। ଶେଷରେ ମାମଲା ପଞ୍ଚାୟତକୁ ଆସିଥିଲା। ସେଠାରେ ଧର୍ମଗୁଳା ପକାଇ ବିବାହ କରାଯାଇଛି। ଉତ୍ତରପ୍ରଦେଶର ଆମ୍ବେଦକରନଗର ଏହିି ଘଟଣା ସାମ୍ନାକୁ ଆସିବା ପରେ ଅନେକଙ୍କୁ ଚକିତ କରିଛି।

ଘଟଣାଟି ଏପରି। ଆମ୍ବେଦକରନଗରର ଅଜୀମନଗର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଜଣ ଯୁବକ ପ୍ରେମ ଜାଲରେ ଫସାଇଥିଲେ। ପରେ ସେମାନେ ଯୁବତୀଙ୍କୁ ଘରୁ ଫେରାର କରିନେଇଥିଲେ। କିଛିଦିନ ସେମାନେ ସମ୍ପର୍କୀୟଙ୍କ ଘରେ ଯୁବତୀଙ୍କୁ ରଖିଥିଲେ। ଅପରପକ୍ଷେ ଯୁବତୀ ନିଖୋଜ ଥିବାରୁ ପରିବାରଲୋକେ ବହୁ ଖୋଜାଖୋଜି କରିଥିଲେ। ଶେଷରେ ଯୁବତୀଙ୍କୁ ଠାବ କରିବାରେ ସଫଳ ହୋଇଥିଲେ। ଯୁବକଙ୍କ ଏଭଳି କାମକୁ ନେଇ ସେମାନେ ପୋଲିସ ନିକଟରେ ଅଭିଯୋଗ କରିବାକୁ ଭାବି ଥିଲେ। ହେଲେ ଶେଷରେ କଥା ପଞ୍ଚାୟତରେ ପହଞ୍ଚିଥିଲା।

ଯୁବତୀଜଣଙ୍କ ସେଠାରେ କାହାକୁ ବିବାହ କରିବେ ସ୍ଥିର କରିପାରି ନ ଥିଲେ। ପରେ ପଞ୍ଚାୟତରେ ଧର୍ମଗୁଳା ପକାଇବାକୁ ନିତ୍ତି ହୋଇଥିଲା। ଚାରି ଯୁବକଙ୍କ ନାମ କାଗଜରେ ଲେଖି ଜଣେ ଶିଶୁକୁ ତାହାକୁ କାଢ଼ିବାକୁ କୁହାଯାଇଥିଲା। ସେଥିରେ ଯାହା ନାମ ବାହାରିଥିଲା ତାଙ୍କୁ ହିଁ ଯୁବତୀ ବିବାହ କରିବେ କୁହାଯାଇଥିଲା। ସେଭଳି ମାମଲାର ନିଷ୍କର୍ସ ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri