Posted inଜାତୀୟ

ସୁଶାନ୍ତଙ୍କ ମୃତ୍ୟୁ ମାମଲା : ଚାର୍ଜଶିଟ୍‌ରେ ଦୀପିକା, ଶ୍ରଦ୍ଧା, ସାରା

ନୂୂଆଦିଲ୍ଲୀ,୫।୩ : ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ଡ୍ରଗ୍ସ କାରବାର ମାମଲାରେ ଶୁକ୍ରବାର ଚାର୍ଜ ଶିଟ୍‌ ଦାଖଲ କରିଛି ନାର୍କୋଟିକ୍‌ ସେଣ୍ଟ୍ରାଲ ବ୍ୟୁରୋ (ଏନ୍‌ସିବି)। ଏଥିରେ ବଲିଉଡ୍‌ ଷ୍ଟାର ଦୀପିକା ପାଦୁକୋଣ, ଶ୍ରଦ୍ଧା କପୁର ଓ ସାରା ଅଲି ଖାନଙ୍କ ନାମ ରହିଛି। ସୁଶାନ୍ତଙ୍କ ମୃତ୍ୟୁ ମାମଲାର ତଦନ୍ତ କରୁଥିବା ଏନ୍‌ସିବି ଏହି ବଲିଉଡ୍‌ ଅଭିନେତ୍ରୀମାନଙ୍କୁ ପଚରାଉଚୁରା କରିଥିଲା। ଅଭିଯୁକ୍ତଙ୍କ ତାଲିକାରେ ସୁଶାନ୍ତଙ୍କ ଗାର୍ଲ ଫ୍ରେଣ୍ଡ ତଥା ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ ଓ ତାଙ୍କ ଭାଇଙ୍କ ନାମ ମଧ୍ୟ ରହିଛି।

ଦୀର୍ଘ ୬ ମାସର ଲମ୍ବା ତଦନ୍ତ ପ୍ରକ୍ରିୟା ପରେ କେନ୍ଦ୍ରୀୟ ସଂସ୍ଥା ସ୍ବତନ୍ତ୍ର କୋର୍ଟରେ ଦାଖଲ କରିଛି ପ୍ରାୟ ୭୦ ହଜାର ପୃଷ୍ଠା ବିଶିଷ୍ଟ ଚାର୍ଜଶିଟ୍‌। ଏଥିରେ ୨୦୦ ସାକ୍ଷୀଙ୍କ ବୟାନ ସାମିଲ କରାଯାଇଛି। ଆଉ ଅନୁଜ କେଶଓ୍ବାନି ଓ ଆଜାମ ଜୁମ୍ମାନ ନାମକ ଦୁଇ ବ୍ୟକ୍ତିଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇଛି ଏନ୍‌ସିବି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

ମୁସଲମାନ ଦେଶରେ ବିକ୍ରି ହେଉଛି ଭାରତୀୟଙ୍କ ଅଙ୍ଗ, ଧନୀ ଲୋକଙ୍କର ହେଉଛି କିଡନୀ ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୧୨: କେରଳରେ ପଞ୍ଜିକୃତ ଏକ ମାମଲାର ତଦନ୍ତ କରିବା ସମୟରେ, ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ଜାଣିବାକୁ ପାଇଛି ଯେ ବେଆଇନ ଅଙ୍ଗଦାନରେ ଜଡିତ ଏକ...

ଲୋକସଭାରେ ପାରିତ ହେଲା VB–G RAM G ବିଲ୍‌, କାଗଜପତ୍ର ଚିରି ଫିଙ୍ଗିଦେଲେ ବିରୋଧୀ

ନୂଆଦିଲ୍ଲୀ,୧୮ା୧୨: ପ୍ରବଳ ବିରୋଧ ମଧ୍ୟରେ ଲୋକସଭାରେ ଜି ରାମଜୀ ବିଲ୍ ପାରିତ ହୋଇଛି । ହେଲେ ବିରୋଧୀ ଦଳ ବିଲ୍ ପାସ୍ ହେବା ପରେ ପ୍ରବଳ...

ପ୍ରତିବର୍ଷ ଭାରତ ଛାଡୁଛନ୍ତି ୨ ଲକ୍ଷ ଲୋକ, ଖୋଲାଖୋଲି କାରଣ କହିଲେ କେନ୍ଦ୍ର ସରକାର, ଏହି…

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...

ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…

ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ...

ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri