ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍‌ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ ସମବାୟ ନିଗମ ଋଣ ଦେଇନାହିଁ। ଜାତୀୟ ପଛୁଆ ବର୍ଗ ଅର୍ଥ ଉନ୍ନୟନ ନିଗମ, ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ ସମବାୟ ନିଗମକୁ ଏହି ସମୟ ମଧ୍ୟରେ କୌଣସି ଅର୍ଥ ପ୍ରଦାନ କରି ନ ଥିବାରୁ ଋଣ ଦିଆଯାଇ ପାରି ନାହିଁ ବୋଲି ଏସ୍‌ଟି ଏସ୍‌ସି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ ସମବାୟ ନିଗମ ଜରିଆରେ କେତେଜଣ ହିତାଧିକାରୀଙ୍କୁ ଆତ୍ମନିଯୁକ୍ତି ଓ ଋଣ ଦିଆଯାଇଛି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ ଯେ, ନିଗମ ମାଧ୍ୟମରେ ଦକ୍ଷତା ବୃଦ୍ଧି ତାଲିମ କରାଯାଉଛି। ଗତ ୫ ବର୍ଷରେ ୭୮୮ଜଣ ପଛୁଆ ବର୍ଗ ଯୁବତୀଯୁବକଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଯୋଗାଇ ଦେବା ପାଇଁ ୧ କୋଟି ୩୨ ଲକ୍ଷ ୪୭, ୬୫୮ ଟଙ୍କା ଖର୍ଚ୍ଚ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri