Posted inଖେଳ

ଗାଭାସ୍କର ସମ୍ବର୍ଦ୍ଧିତ

ଅହମଦାବାଦ, ୭ା୩ (ପି.ଟି.)- ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କରଙ୍କ ଟେଷ୍ଟ ପଦାର୍ପଣର ୫୦ତମ ବାର୍ଷିକ ପୂର୍ତ୍ତି ଅବସରରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଶନିବାର ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ବ୍ୟାଟିଂ କିମ୍ବଦନ୍ତୀ ଏବଂ ତାଙ୍କ ତତ୍‌କାଳୀନ ସାଥୀ ଖେଳାଳିମାନେ କ୍ରିକେଟକୁ ଶକ୍ତିଶାଳୀ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ଚତୁର୍ଥ ତଥା ଫାଇନାଲ ଟେଷ୍ଟର ତୃତୀୟ ଦିବସ ଖେଳ ମଧ୍ୟାହ୍ନ ଭୋଜନ ବିରତ ସମୟରେ ଏହି ୭୧ବର୍ଷୀୟ ପୂର୍ବତନ ଅଧିନାୟକ ବିସିସିଆଇ ସମ୍ପାଦକ ଜୟ ଶାହାଙ୍କଠାରୁ ଏକ ସ୍ମାରକୀ ଟେଷ୍ଟ କ୍ୟାପ୍‌ ଗ୍ରହଣ କରିଥିଲେ। ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ କହିଛନ୍ତି, ଗାଭାସ୍କର କେବଳ ଜଣେ ବିଶ୍ୱ ଶ୍ରେଣୀୟ ଓପନର ନ ଥିଲେ ଖେଳର ଜଣେ ମହାନ ଆମ୍ବାସାଡର ଭାବେ କାର୍ଯ୍ୟକରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିଙ୍ଗ ଷ୍ଟାଡିୟମରେ ୧୨ରୁ ଫେଡେରେଶନ କପ୍‌: ଆକର୍ଷଣରେ ନୀରଜ ଚୋପ୍ରା, କିଶୋର ଜେନା

ଭୁବନେଶ୍ୱର, ୮।୫ (ତପନ ସ୍ବାଇଁ): କିଛି ଦିନର ବ୍ୟବଧାନ ପରେ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ତାରକା ଆଥ୍‌ଲେଟଙ୍କ ମହାମେଳା। ଚଳିତ ମାସ ୧୨ରୁ ୧୫...

ବଡ଼ ଅଡୁଆରେ ଫସିଛନ୍ତି ଯଶସ୍ବୀ, ଏବେ ଟି୨୦ ବିଶ୍ୱକପ୍‌ରେ କ’ଣ ହେବ?

ନୂଆଦିଲ୍ଲୀ,୮।୫: ଯଶସ୍ବୀ ଜୟସ୍ବାଲ ଗତ ଏକ ବର୍ଷ ମଧ୍ୟରେ ସମସ୍ତ ଫର୍ମାଟରେ ଜବରଦସ୍ତ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ହେଲେ ଆଇପିଏଲ୍‌ରେ ସେ ସେତେଟା ଭଲ...

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି...

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ।...

ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୫: ଭାରତୀୟ ମୂଳ କ୍ରିକେଟର ନିଖିଲ ଚୌଧୁରୀ ଅଷ୍ଟ୍ରେଲିଆରେ ଖେଳନ୍ତି ଏବଂ ବିଗ ବାସ ଲିଗ (ବିବିଏଲ)ରେ ଏକ ଜଣାଶୁଣା ନାମ। ୨୮ ବର୍ଷୀୟ ନିଖିଲ...

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ପସନ୍ଦ କରନ୍ତି ଅଷ୍ଟ୍ରେଲିଆ ଅଧିନାୟକ: ନା କରିବା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୫: ନିକଟରେ ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ୟାଟ କମିନ୍ସଙ୍କ ଅଧିନାୟକ ସନରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।...

ଲାଇଭ୍‌ ମ୍ୟାଚ୍‌ରେ ସଞ୍ଜୁଙ୍କ ସହ ହେଲା ଧୋକା!ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୮।୫: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଏକ ଚମତ୍କାର ଇନିଂସ ଖେଳିଥିଲେ। ତେବେ ସଞ୍ଜୁ ରାଜସ୍ଥାନକୁ ନିଜ...

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri