Posted inଖେଳ

ବିରାଟ କୋହଲିଙ୍କୁ ପଛରେ ପକାଇଲେ ୨୦ ବର୍ଷୀୟ ଏହି ଖେଳାଳି

ବେଙ୍ଗାଲୁରୁ,୮।୩: କର୍ନାଟକର ବାମହାତୀ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକଲ ଲିଷ୍ଟ ଏ ଟୁର୍ନାମେଣ୍ଟରେ ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି। ସୋମବାର ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚରେ ସେ କେରଳ ବିପକ୍ଷରେ ଚମତ୍କାର ୧୦୧ ସ୍କୋର କରିଥିଲେ। ଲିଷ୍ଟ ଏ କ୍ରିକେଟରେ କ୍ରମାଗତ ଚାରିଟି ମ୍ୟାଚରେ ସେ ଚାରି ଶତକ ସ୍କୋର କରିଥିବା ପ୍ରଥମ ଭାରତୀୟ ହୋଇପାରିଛନ୍ତି। ବିରାଟ କୋହଲି ମଧ୍ୟ ଏହା କରିପାରି ନ ଥିଲେ। ପଡିକଲ ଚଳିତ ସିଜନରେ ଖେଳାଯାଇଥିବା ସମସ୍ତ ୬ଟି ମ୍ୟାଚରେ ୫୦ରୁ ଅଧିକ ସ୍କୋର କରିଛନ୍ତି।
୨୦୦୮-୯ରେ ବିଜୟ ହଜାରେ ଟ୍ରଫିର ଗୋଟିଏ ସିଜନରେ ବିରାଟ କୋହଲି ଏବଂ ଦେବଦତ୍ତ ପଡିକଲ ୪-୪ଟି ଶତକ ହାସଲ କରିଛନ୍ତି। କିନ୍ତୁ କୋହଲି କ୍ରମାଗତ ଚାରି ଶତକ ହାସଲ କରି ନ ଥିବାବେଳେ ପଡିକଲ କ୍ରମାଗତ ଚାରିଟି ମ୍ୟାଚରେ ଚାରଟି ଶତକ ହାସଲ କରିଛନ୍ତି। ୨୦ ବର୍ଷୀୟ ପଡିକଲ ଆଇପିଏଲରେ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଖେଳୁଛି। ଟି -୨୦ ଲିଗର ପ୍ରଥମ ସିଜନରେ ସେ ୫ଟି ଅର୍ଦ୍ଧଶତକ ସହ ୧୫ଟି ମ୍ୟାଚରେ ୪୭୩ ରନ ସଂଗ୍ରହ କରିଥିଲେ। ବିଜୟ ହଜାରେ ଟ୍ରଫିର ଚଳିତ ସିଜିନ ବିଷୟରେ କହିବାକୁ ଗଲେ ପଡିକଲ ହାରାହାରି ୧୬୮ଟି ମ୍ୟାଚରେ ୬୭୩ ରନ ସଂଗ୍ରହ କରିଛନ୍ତି। ଏଥିରେ ୪ ଶତକ ଏବଂ ୨ ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri