Posted inଖେଳ

ଫେବୃୟାରୀର ‘ସର୍ବଶ୍ରେଷ୍ଠ ଖେଳାଳି’ ହେଲେ ଏହି କ୍ରିକେଟର, ଆଇସିସି ଘୋଷଣା କଲା ପୁରସ୍କାର

ଦୁବାଇ,୯।୩: ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡ ବିପକ୍ଷ ୪ମ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ଦମ୍‌ଦାର ବୋଲିଂ ସହ ବ୍ୟାଟିଂ ଯୋଗୁ ଦଳ ସିରିଜ୍‌କୁ ୩-୧ରେ ଜିତିନେଇଥିଲା। ଏଥିପାଇଁ ତାଙ୍କୁ ମଙ୍ଗଳବାର ଆଇସିସି ପକ୍ଷରୁ ଫେବୃୟାରୀ ମାସର ସର୍ବଶ୍ରେଷ୍ଠ ଖେଳାଳି ଭାବେ ଚୟନ କରାଯାଇଛି।

ଆଇସିସି ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି, ଅଶ୍ୱିନ ଏହି ସମୟରେ ୩ ଟେଷ୍ଟ ମ୍ୟାଚ୍‌ ଖେଳି ୨୪ ଉଇକେଟ ନେଇଛନ୍ତି। ଚେନ୍ନାଇରେ ଖେଳାଯାଇଥିବା ମ୍ୟାଚ୍‌ର ଦ୍ୱିତୀୟ ପାଳିରେ ୧୦୬ରନ୍‌ ଯୋଗଦାନ ଦେଇ ଶୃଙ୍ଖଳା ଜିତିବାରେ ପ୍ରମୁଖ ଭୂମିକା ତୁଲାଇଥିଲେ। ସେ ମୋଟ୍‌ ୧୭୬ରନ୍‌ କରିଥିଲେ। ଏହାଛଡ଼ା ଅହମ୍ମଦାବାଦ ଟେଷ୍ଟରେ ସେ ୪୦୦ ଉଇକେଟ ନେବାର ରେକର୍ଡ ନିଜ ନାମରେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri