Posted inଖେଳ

ଇଂଲଣ୍ଡ ବିପକ୍ଷ ସିରିଜ୍‌ରୁ ମିଳିବ ଭାରତୀୟ ଟି୨୦ ବିଶ୍ୱକପ୍‌ ଦଳ

ଅହମ୍ମଦାବାଦ,୧୦।୩ : ଆସନ୍ତା ଶୁକ୍ରବାରଠାରୁ ଇଂଲଣ୍ଡ ଓ ଭାରତ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ସମସ୍ତ ମ୍ୟାଚ୍‌ ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ସିରିଜ୍‌ ଟିମ୍‌ ଇଣ୍ଡିଆ ପାଇଁ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଆସନ୍ତା ଅକ୍ଟୋବରରେ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍‌ ପାଇଁ ଏହି ସିରିଜ୍‌ରୁ ଭାରତୀୟ ଦଳ ଚୟନ କରାଯିବ ବୋଲି ବ୍ୟାଟିଂ କୋଚ୍‌ ବିକ୍ରମ ରାଠୋର କହିଛନ୍ତି।

” ଟି୨୦ ବିଶ୍ୱକପ୍‌ ଭାରତରେ ଖେଳାଯିବ। ଏଣୁ ମୁଁ ଚାହେଁ ଦଳର ବ୍ୟାଟିଂ ୟୁନିଟ୍‌କୁ ସ୍ଥିର ରଖାଯାଉ। ଏହି ସିରିଜ୍‌ ଶେଷ ହେଲା ବେଳକୁ ଆମ ଦିକଟରେ ଖେଳାଳିଙ୍କ ତାଲିକ ଥିବ, ଯେଉଁମାନେ ବିଶ୍ୱକପ୍‌ରେ ଖେଳିବେ। ତେବେ ବର୍ତ୍ତମାନ ଆମ ଦଳରେ କୌଣସି ପରିବର୍ତ୍ତନର ଆବଶ୍ୟକତା ନାହିଁ। କିନ୍ତୁ ଯଦି କୌଣସି ଖେଳାଳି ଫର୍ମ ହରାଇ ବସନ୍ତି କିମ୍ବା ଆହତ ହୋଇଯାଆନ୍ତି, ତେବେ ତାହାର ବିକଳ୍ପ ଦଳ ନିକଟରେ ରହିବା ଦରକାର “ ବୋଲି ବ୍ୟାଟିଂ କୋଚ୍‌ ରାଠୋର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଏପର୍ଯ୍ୟନ୍ତ ସମସ୍ତ ଦଳ ପାଇଁ ରାସ୍ତା ଖୋଲା

ନୂଆଦିଲ୍ଲୀ,୨୮।୪: ଆଇପିଏଲ ୨୦୨୪ରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରୁଥିବା ଦଳର ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୬ ପଏଣ୍ଟ ସହ ଏକ ନମ୍ବରରେ ଥିବା...

ଟି-୨୦ ଓ୍ବାର୍ଲଡ କପ ପାଇଁ ଭାରତୀୟ ଟିମ ଚୟନ କଲେ ହରଭଜନ, ମୟଙ୍କ ଯାଦବଙ୍କୁ ସାମିଲ କରି ସମସ୍ତଙ୍କୁ ଚମକାଇ ଦେଲେ

ନୂଆଦିଲ୍ଲୀ,୨୮।୪: ଟି -୨୦ ବିଶ୍ୱକପ ୨୦୨୪ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ମେଗା ଇଭେଣ୍ଟ ଜୁନ ୧ ରୁ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଆରମ୍ଭ...

ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ

ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ...

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri