Posted inଜାତୀୟ

‘ସହାନୁଭୂତି ପାଇଁ ଡ୍ରାମା କରୁଛନ୍ତି ମମତା’

ନୂଆଦିଲ୍ଲୀ,୧୦।୩ : ଆଗାମୀ ବିଧାନସଭା ନିର୍ବାଚନ ପାଇଁ ନନ୍ଦିଗ୍ରାମରୁ ନାମାଙ୍କନ ଦାଖଲ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଛି। ” ଏହା ଏକ ଯୋଜନାବଦ୍ଧ ଆକ୍ରମଣ ଥିଲା। ମୋ ଆଖ ପାଖରେ କୌଣସି ସୁରକ୍ଷା କର୍ମୀ ନ ଥିବାର ସୁଯୋଗ ନେଇ ୪ରୁ ୫ ଜଣ ମୋତେ ଧକ୍କା ମାରିଥିଲେ“ ବୋଲି ମମତା ଦାବି କରିଛନ୍ତି। ଏହି ଘଟଣାକୁ ନିନ୍ଦା କରିଛନ୍ତି ଜାତୀୟ ରାଜନୀତିର ବହୁ ବରିଷ୍ଠ ଓ ଜଣାଶୁଣା ନେତା।

କିନ୍ତୁ ଭାଜପା ରାଜ୍ୟ ଶାଖାର ଉପ ସଭାପତି ଅର୍ଜୁନ ସିଂ ଏହାକୁ ଡ୍ରାମା ବୋଲି କହିଛନ୍ତି। ସହାନୁଭୂତି ପାଇଁ ଡ୍ରାମା କରୁଛନ୍ତି ମମତା। ତାଙ୍କ ସହ ସର୍ବଦା ବହୁ ସଂଖ୍ୟାରେ ସୁରକ୍ଷା କର୍ମୀ ରୁହନ୍ତି। ତାଙ୍କ ପାଖକୁ କିଏ ଯାଇ ପାରିବ? ତାଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ୪ ଆଇପିଏସ୍‌ଙ୍କୁ ପ୍ରଥମେ ସସ୍‌ପେଣ୍ଡ କରାଯିବା ଉଚିତ ବୋଲି ଅର୍ଜୁନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼hୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri