ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି। ଅଭିଯୁକ୍ତ ହେଲେ ଦାରିଙ୍ଗବାଡି ଥାନା ଅଞ୍ଚଳର…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ ବିବୃତ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ ଯୋଗାଣ ପାଇଁ ଏକ ନୂତନ ଫର୍ମୁଲା…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ ସ୍ମରଣୀୟ ବୋଲି ବର୍ଣ୍ଣନା କରି କହିଛନ୍ତି…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ ପ୍ରଶ୍ନର ଉତ୍ତର ଦେଇନଥିଲେ। ଯୁଦ୍ଧବିରତି ଆଲୋଚନାରେ…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ ଯଥାଶୀଘ୍ର ଦେଶ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। ଜରୁରୀକାଳିନ ଏବଂ ସମନ୍ବୟ ପାଇଁ ଦୂତାବାସ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା ମାଡ଼ରେ ଜଣେ ୫ ବର୍ଷର ବାଳକ ଓ ଜଣେ ୬ ମାସର ଶିଶୁକନ୍ୟାଙ୍କ…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା କରିଛନ୍ତି। ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଅରାଘଚି ମଧ୍ୟ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ ତାହା ସେମାନେ ଜାଣନ୍ତି, କିନ୍ତୁ ତାହାକୁ କାର୍ଯ୍ୟକାରୀ କରିବା କଷ୍ଟ ହୋଇଥାଏ। ସଚେତନତା…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ ଟ୍ରପ୍‌ଲାଇନ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ରାଜି ହୋଇଛି। ଇରାନ ଉପରେ ଏକ ବଡ଼ ଆକ୍ରମଣ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ ବୟାନ ଦେଇ କହିଛନ୍ତି ଯେ, ଆଜି ରାତିରେ ଏକ ସମ୍ପୂର୍ଣ୍ଣ ସଭ୍ୟତାର ବିନାଶ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର ବ୍ଲକର ଶାଗବାରୀ ଗ୍ରାମରେ ପୋଲିସ ଉପରେ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଓ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା ବଳ (ବିଏସଏଫ) ଅବୈଧ ଅନୁପ୍ରବେଶ ଏବଂ ସୀମାପାର ଅପରାଧ ଉପରେ ଲଗାମ ଲଗାଇବା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ ୨ଟି ଭାରତୀୟ ଭାଷାକୁ ବାଧ୍ୟତାମୂଳକ କରାଯାଇଛି। ଜାତୀୟ ଶିକ୍ଷାନୀତି(ଏନ୍‌ଇପି)-୨୦୨୦ରେ ତିନି ଭାଷା ଫର୍ମୁଲାକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri