Posted inଖେଳ

ଜାତୀୟ ସବ୍‌ଜୁନିୟର ମହିଳା ହକି: ଓଡ଼ିଶାର ବୃହତ୍‌ ବିଜୟ

ଭୁବନେଶ୍ୱର, ୧୧।୩(କ୍ରୀଡ଼ା ପ୍ରତିନିଧି)- ଝାଡ଼ଖଣ୍ଡର ସିମ୍‌ଡେଗାରେ ବୁଧବାର ଆରମ୍ଭ ହୋଇଥିବା ହକି ଇଣ୍ଡିଆ ଜାତୀୟ ସବ୍‌ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ରେ ଓଡ଼ିଶା ବୃହତ୍‌ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚରେ ଓଡ଼ିଶା ୬-୧ ଗୋଲରେ ଛତିଶଗଡ଼କୁ ପରାସ୍ତ କରିଛି। ଦଳ ପକ୍ଷରୁ ଅମିଶା ଏକ୍କା ୧୫ ଓ ୨୫ତମ ମିନିଟରେ ୨ଟି ଗୋଲ ଦେଇଥିବାବେଳେ ଜ୍ୟୋତି ଖାଖା ୮ମ, ରମ୍ଭା କୁଜୁର ୪୩, ସୁରେଖା ବାହାଲା ୪୬ ଓ ଦୀପିକା ବାରଓ୍ବା ୪୭ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏଞ୍ଜିଲ ହର୍ଷରାଣୀ ମିଞ୍ଜ, ଅମିଶା କୁଲୁ, ସୋନାଲି ଏକ୍କା, ରୋଜେମାରି ଖାଲ୍‌କୋ, ନିଶା ଦାଦେଲ, ବିନତି ମିଞ୍ଜ, ପ୍ରେମଶୀଳା ବାଗେ, ଦୀପିକା ବାରଓ୍ବା, କରୁଣା ମିଞ୍ଜ, ସୁରେଖା ବାହାଲା, ଅମିଶା ଏକ୍କା, ପ୍ରିୟଙ୍କା କୁଜୁର, ଜ୍ୟୋତି ଖାଖା, ଆନନ୍ଦିତା ଟପ୍ପୋ, ରମ୍ଭା କୁଜୁର, ମୋନିକା ତିର୍କୀ, ରେଶମା ଟପ୍ପୋ, କନିକା କେର୍କେଟା ପ୍ରମୁଖ ଓଡ଼ିଶା ଦଳର ସଦସ୍ୟା ରହିଛନ୍ତି। ଓଡ଼ିଶା ଏହାର ପରବର୍ତ୍ତୀ ମ୍ୟାଚ ୧୨ ତାରିଖରେ ହିମାଚଳ ପ୍ରଦେଶ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri