ଶିମିଳିପାଳକୁ ବର୍ଷା ସାହା

ବାରିପଦା ଅଫିସ,୧୨ା୩: ୨୭୫୦ ବର୍ଗ କି.ମି. ପରିଧି ମଧ୍ୟରେ ଥିବା ଶିମିଳିପାଳ ଅଭୟାରଣ୍ୟର ୨୧ଟି ରେଞ୍ଜରେ ଦୀର୍ଘଦିନ ହେଲା ଲାଗି ରହିଥିବା ନିଆଁ ନିୟନ୍ତ୍ରଣକୁ ଆସିଛି। ବନ କର୍ମଚାରୀ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ, ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସ୍ଥାନୀୟ ଲୋକଙ୍କ ସହଯୋଗ ତଥା ୨ଦିନ ହେଲା ହୋଇଥିବା ବର୍ଷାରେ ଲାଗିଥିବା ନିଆଁ ଲିଭି ଆସୁଥିବା ସୂଚନା ମିଳିଛି। ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆର ସାଟେଲାଇଟ୍‌ ଇମେଜରେ ବୁଧବାର ୨୪ରୁ ୨୬ଟି ଫାୟାର ପଏଣ୍ଟ ଥିବାବେଳେ ଗୁରୁବାର ଏହାର ସଂଖ୍ୟା ୫କୁ ଖସି ଆସିଥିଲା। ଅନ୍ୟପକ୍ଷେ ନିଆଁ ଲାଗିବାର କାରଣ ଓ କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ପ୍ରତିନିଧି ଦଳ ଶିମିଳିପାଳରେ ପହଞ୍ଚତ୍ଛନ୍ତି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନଟିସିଏ)ର ଆଇଜିଏଫ୍‌ ଅମିତ ମଲ୍ଲିକ ଓ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ମହାନିର୍ଦ୍ଦେଶକ ସୁବ୍ରତ ମହାପାତ୍ର ଶୁକ୍ରବାର କରଞ୍ଜିିଆ ବନଖଣ୍ଡ ଅଧୀନ ଯଶିପୁର ରେଞ୍ଜ ଦେଇ ଅପରବାରହାକାମୁଡ଼ା, ଗୁଡୁଗୁଡ଼ିଆ, ବରେହିପାଣି, ନଅଣା, ଉସୁକି ଆଦି ଆଭ୍ୟନ୍ତରୀଣ (କୋର)ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କରିବା ସହ ତଥ୍ୟ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri