Posted inଫୁରସତ

ଏହି କାରଣ ପାଇଁ ଗର୍ଲଫ୍ରେଣ୍ଡଙ୍କୁ ଛାଡ଼ିଦେଇଥିଲେ ବୟଫ୍ରେଣ୍ଡ, ପରେ ଘଟିଲା ଏମିତି

ସାଧାରଣତଃ କୌଣସି କଥାକୁ ନେଇ ଗର୍ଲଫ୍ରେଣ୍ଡ-ବୟଫ୍ରେଣ୍ଡଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥାଏ। କିଛି କାରଣ ପାଇଁ ସେମାନଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ବି ହୋଇଥାଏ। ମାତ୍ର ଜଣେ ବୟଫ୍ରେଣ୍ଡ ଗର୍ଲଫ୍ରେଣ୍ଡଙ୍କ ଓଜନ ବୃଦ୍ଧି ଯୋଗୁ ତାଙ୍କୁ ଛାଡ଼ିଦେବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ।

ଆଜିକାଲି ସୋସିଆଲ ମିଡିଆରେ ଜୋସି ନାମକ ଜଣେ ଯୁବତୀ ଚର୍ଚ୍ଚାରେ ରହିଛନ୍ତି। ଜୋସିଙ୍କ ଓଜନ ପୂର୍ବରୁ ୧୩୭ କେଜି ଅର୍ଥାତ୍‌ ୧ କ୍ୱିଣ୍ଟାଲ ୩୭ କିଲୋଗ୍ରାମ ଥିଲା। ତେଣୁ ତାଙ୍କ ବୟଫ୍ରେଣ୍ଡ ସବୁବେଳେ ତାଙ୍କୁ ପରିହାସ କରିବା ସହ ହୀନ ଦୃଷ୍ଟିରେ ଦେଖିଥାନ୍ତି। ଏହି କାରଣରୁ ତାଙ୍କର ବ୍ରେକ୍‌ଅପ୍‌ ହୋଇଗଲା। ଏହା ପରେ ଜୋସି ଓ୍ବର୍କଆଉଟ୍‌ ଆରମ୍ଭ କରିଦେଲେ। ଡାଏଟ କଣ୍ଟ୍ରୋଲ ଏବଂ ନିଜର ଓଜନ କମାଇ ଦେଲେ। ଏପରିକି ସେ ବ୍ୟକ୍ତିଗତ ଟ୍ରେନର ମଧ୍ୟ ରଖିଥିଲେ। ପରେ ତାଙ୍କ ଓଜନ ୬୩ କିଲୋଗ୍ରାମ କମିଥିଲା। ଫଳରେ ସେ ବହୁତ ସୁନ୍ଦର ଦେଖାଗଲେ। ପରେ ତାଙ୍କ ବୟଫ୍ରେଣ୍ଡ ପୁଣି ତାଙ୍କୁ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri