ସବୁ କ୍ରିପ୍ଟୋକରେନ୍ସି ବନ୍ଦ ହେବନି

ନୂଆଦିଲ୍ଲୀ,୧୫।୩: ଭାରତ ସବୁ କ୍ରିପ୍ଟୋକରେନ୍ସିକୁ ବନ୍ଦ କରିବ ନାହିଁ। ବିକଳ୍ପ ପେମେଣ୍ଟ ନେଇ ଗବେଷଣା ଏବଂ ଟେକ୍ନୋଲୋଜି ବ୍ୟବହାରକୁ ବିଚାର କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ମତ ପ୍ରକାଶ କରିଛନ୍ତି। ଏ ଦିଗରେ କେନ୍ଦ୍ରୀୟ ବ୍ୟାଙ୍କ ନିଷ୍ପତ୍ତି ଗ୍ରହଣ କରିବ ବୋଲି ସେ କହିଛନ୍ତି। ଶନିବାର ବିଶ୍ୱର ସର୍ବବୃହତ୍‌ କ୍ରିପ୍ଟୋକରେନ୍ସି ରେକର୍ଡ ସ୍ତର ୬୦ ହଜାର ଡଲାର ଛୁଇଁଛି। ଏହାକୁ ପେମେଣ୍ଟ ଭାବେ ଗ୍ରହଣ କରାଯାଉଥିବାରୁ ଚଳିତ ବର୍ଷ ଏଥିରେ ଦ୍ରୁତ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। କ୍ରିପ୍ଟୋକରେନ୍ସି ବିଲ୍‌ ଆଣିବା ଲାଗି କେନ୍ଦ୍ର ସରକାର ବର୍ତ୍ତମାନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କ୍ରିପ୍ଟୋକରେନ୍ସି ବ୍ୟାନ କରିବା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ ଗୋଷ୍ଠୀ ପରାମର୍ଶ ଦେଇଥିଲେ। କ୍ରିପ୍ଟୋକରେନ୍ସି ଟ୍ରେଡିଂ ପ୍ଲାଟଫର୍ମ ଉପରେ ଆର୍‌ବିଆଇ କଟକଣା ଲଗାଇଥିବା ବେଳେ ଏହାକୁ ସୁପ୍ରିମକୋର୍ଟ ହଟାଇ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ନିର୍ମଳା କହିଛନ୍ତି, ସରକାର ସବୁ ବିକଳ୍ପକୁ ବନ୍ଦ କରି ଦେଇନାହାନ୍ତି। ବ୍ଲକଚେନ, ବିଟ୍‌ କଏନ କିମ୍ବା କ୍ରିପ୍ଟୋକରେନ୍ସି ଉପରେ ଗବେଷଣା ଲାଗି ସରକାର ଏକ ଓ୍ବିଣ୍ଡୋକୁ ଅନୁମତି ପ୍ରଦାନ କରିବେ ବୋଲି ଏଠାରେ ଏକ କାର୍ଯ୍ୟକ୍ରମରେ ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri