ପ୍ରଶାସନର ସଚେତନତା ଅଭାବ: ସଂକ୍ରମଣ ବଢିବା ଆଶଙ୍କା

ଗଞ୍ଜାମ,୧୫।୩: (ଡି.ଏନ.ଏ.): ବ୍ରହ୍ମପୁର ମେଡିକାଲରେ ପୁଣି କରୋନା ସଂକ୍ରମଣ ଚି଼ହ୍ନଟ ହେବା ପରେ ଚିନ୍ତାରେ ପଡିଯାଇଛି ପ୍ରଶାସନl ଏଭଳି ସମୟରେ ଗଞ୍ଜାମ ସହରରେ ଅଧିକାଂଶ ଲୋକ ମାକ୍ସ ବ୍ୟବହାର କରୁନାହାନ୍ତି କିମ୍ବା ସାମାଜିକ ଦୂରତା ଅବଲମ୍ବନ କରୁନାହାନ୍ତି l ବଡ଼ ବଜାରରେ ଉଠା ପରିବା ଦୋକାନୀମାନେ ଏହାର ବ୍ୟତିକ୍ରମ କରୁଥିବା ଜଣାପଡିଛିl ଯାହା ଫଳରେ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କାକୁ ଏଡାଇ ଦିଆ ଯାଇପାରିବନିl ଏଠାରେ ପ୍ରଶାସନ ପକ୍ଷରୁ ସଚେତନ ଅଭାବ ଥିବା ପରିଲକ୍ଷିତ ହେଉଛି l ଏ ଦିଗରେ ପ୍ରଶାସନ ତରଫରୁ ପଦକ୍ଷେପ ଗ୍ରହଣ କରାଗଲେ ଗଞ୍ଜାମ ସହର କରୋନା ମୁକ୍ତ ହୋଇ ପାରିବ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri