Posted inଖେଳ

ରାହୁଲ ଦ୍ରାଭିଡଙ୍କ ଏହି ଗୋଟିଏ ପରାମର୍ଶ ମାନି ବଦଳିଗଲା ଏହି କ୍ରିକେଟର୍‌ଙ୍କ ଭାଗ୍ୟ

ମୁମ୍ବାଇ ଇଣ୍ଡିଆନ୍ସ ଓପନର୍‌ ତଥା ଝାଡଖଣ୍ଡର ଅଧିନାୟକ ଇଶାନ କିଷନ ଟି -୨୦ ଡେବ୍ୟୁ ମ୍ୟାଚରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚରେ କିଷନ ୫ ଚୌକା ଓ ୪ ଛକା ସହାୟତାରେ ୩୨ ବଲରେ ୫୬ ରନ ସଂଗ୍ରହ କରିଥିଲେ। ୨୨ ବର୍ଷୀୟ କିଷନଙ୍କୁ  ଏହି ଇନିଂସ ଯୋଗୁ  ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ଦିଆଯାଇଥିଲା। ତାଙ୍କ ସଫଳତା ପଛରେ ପୂର୍ବତନ ଭାରତୀୟ କ୍ରିକେଟର୍‌ ରାହୁଲ ଦ୍ରାବିଡଙ୍କ ଭୂମିକା ରହିଛି ବୋଲି ସେ କହିଛନ୍ତି। ଇଶାନ କହିଛନ୍ତି ଯେ, ତାଙ୍କ ବ୍ୟାଟିଂ ସୁଧାରିବା ପାଇଁ ରାହୁଲ ଦ୍ରାବିଡଙ୍କ ସହ ସେ କଥା ହୋଇଥିଲେ। ସେ ପରାମର୍ଶ ଦେଇଥିଲେ ଯେ ତାଙ୍କୁ ବଡ ଇନିଂସ ଖେଳିବା ପାଇଁ ଅଫ ସାଇଡ ଖେଳରେ ଉନ୍ନତି ଆଣିବାକୁ ପଡ଼ିବ। ଇଶାନ ରାହୁଲ ଦ୍ରାବିଡଙ୍କ ପରାମର୍ଶକୁ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟକାରୀ କରିଥିଲେ। ଆଇପିଏଲ ୨୦୨୦ରେ ଇଶାନ କିଷନ ମୁମ୍ବାଇ ପାଇଁ ସର୍ବାଧିକ ୫୧୬ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ...

ଆଇପିଏଲ୍‌ ଅଧାରୁ ସ୍ବଦେଶ ଫେରିଯିବେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୫: ଟି-୨୦ ବିଶ୍ୱକପ ୨୦୨୪ ଆରମ୍ଭ ପୂର୍ବରୁ ଇଂଲଣ୍ଡ ଦଳ ପାକିସ୍ତାନ ସହିତ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri