Posted inଖେଳ

ପୁରୁଷ କ୍ରିକେଟର୍‌ଙ୍କୁ ତାଲିମ ଦେବେ ଏହି ମହିଳା କ୍ରିକେଟ୍‌ର

ଇଂଲଣ୍ଡର ପୂର୍ବତନ ମହିଳା କ୍ରିକେଟ ଦଳର ଉଇକେଟ କିପର ସାରା ଟେଲରଙ୍କୁ କାଉଣ୍ଟି କ୍ରିକେଟରେ କୋଚିଂ ଦେଉଥିବା ଦେଖିବାକୁ ମିଳିବ। ସସେକ୍ସ ପକ୍ଷରୁ ତାଙ୍କୁ କୋଚିଂ ଷ୍ଟାଫ ଭାବେ ନିଯୁକ୍ତ କରିଛି। ସେ ନୂଆ ସିଜନରେ ପୁରୁଷ ଦଳ କୋଚିଂ ଦେବେ। ଟେଲର ତାଙ୍କର ନୂଆ ଭୂମିକାକୁ ନେଇ କହିଛନ୍ତି ଯେ, ସସେକ୍ସ ଦଳରେ ଭଲ ଉଇକେଟ କିପର ଅଛନ୍ତି। ଏହା ମୋ ପାଇଁ ଗର୍ବର ବିଷୟ ଯେ ମୁଁ ତାଙ୍କ ସହ କାମ କରିବି ଏବଂ ତାଙ୍କ ଖେଳକୁ ଆହୁରି ଉନ୍ନତ କରିବା ପାଇଁ ମୋର ଅଭିଜ୍ଞତାକୁ ବ୍ୟବହାର କରିବି।
୨୦୧୯ରେ ଚାପ ଯୋଗୁ ଟେଲର ହଠାତ୍‌ ୩୦ ବର୍ଷ ବୟସରେ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଅବସର ପୂର୍ବରୁ ସେ ମହିଳା କ୍ରିକେଟର ଶ୍ରେଷ୍ଠ ଉଇକେଟ କିପର ଭାବରେ ବିବେଚିତ ହୋଇଥିଲେ। ଉଭୟ ଏକଦିବସୀୟ ଏବଂ ଟି-୨୦ରେ ଉଇକେଟ ପଛରେ ଶିକାର କରିବାରେ ସେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ଉଇକେଟ ପଛରେ ୧୨୬ଟି ଦିନିକିଆରେ ୮୫ ଷ୍ଟମ୍ପିଂ ଏବଂ ୫୧ଟି କ୍ୟାଚ ନେଇଛନ୍ତି। ଦକ୍ଷିଣ ଆଫ୍ରିକାର ତ୍ରିଶା ଚେଟି ସେମାନଙ୍କଠାରୁ ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri