ହେଲିକପ୍ଟରରୁ ଟଙ୍କା ବର୍ଷା

ଇସଲାମାବାଦ୍‌,୧୬।୩: ଆକାଶରୁ ହେଲିକପ୍ଟରରେ ଟଙ୍କା ଏବଂ ଫୁଲ ବର୍ଷା ହେଉଥିବାରୁ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ରାଜରାସ୍ତାରେ ଲୋକେ ଭିଡ଼ ଜମାଇ ଟଙ୍କା ଗୋଟାଉଥିବାରୁ ଦୃଶ୍ୟ ୧ ମିନିଟ୍‌ ୫୮ ସେକେଣ୍ଡର ଏହି ଭିଡ଼ିଓରେ ଦେଖିବାକୁ ମିଳୁଛି। ପଞ୍ଜାବ ପ୍ରଦେଶର ମଣ୍ଡି ବହାଉଦ୍ଦିନ୍‌ ଅଞ୍ଚଳରେ ଏକ ବିବାହ ଉତ୍ସବରେ ଏଭଳି ଘଟିଛି। ବରଙ୍କ ଭାଇ ବିଦେଶରେ ରହୁଥିବାବେଳେ ବିବାହ ଉତ୍ସବ ପାଇଁ ହେଲିକପ୍ଟର ଭଡ଼ାରେ ଆଣିଥିଲେ। ରାଜରାସ୍ତାରେ ବରଯାତ୍ରୀ କନ୍ୟା ଘର ମୁହାଁ ହୋଇଥିବା ବେଳେ ସେମାନଙ୍କ ଉପରେ ଆକାଶରୁ ଟଙ୍କା ଓ ଫୁଲ ବର୍ଷା କରାଯାଇଥିଲା। ସମ୍ପ୍ରତି ପାକିସ୍ତାନର ଆର୍ଥିକ ସ୍ଥିତି ଖରାପ ରହିଛି। ଏପରିସ୍ଥଳେ ଟଙ୍କା ଗୋଟାଇବା ପାଇଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ପ୍ରତିଯୋଗିତାର ଲାଗି ଯାଇଥିଲା। ଲୋକେ ବରଯାତ୍ରୀଙ୍କ ମଧ୍ୟରେ ପଶି ରାସ୍ତାରେ ଅଟକି ରହିଥିବା ଗାଡ଼ି ଉପରେ ଚଢ଼ି ଟଙ୍କା ଗୋଟାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri