ଦୁଆରେବନ୍ଧରେ ଆମ୍ବପତ୍ର ଲଗାଇଲେ ….

ହିନ୍ଦୁଧର୍ମ ଅନୁଯାୟୀ, ଘରର ମୁଖ୍ୟଦ୍ୱାରରେ ଆମ୍ବପତ୍ର ଲଗାଯାଏ। ଏହି ପରମ୍ପରା ବହୁତ ପୁରୁଣା। ଯେବେ ବି ଘରେ କୌଣସି ଶୁଭ କାର୍ଯ୍ୟ ଯେପରି ବିବାହ, ବ୍ରତଘର ଆଦି ହୋଇଥାଏ ମୁଖ୍ୟଦ୍ୱାରରେ ଆମ୍ବପତ୍ର କିମ୍ବା ଫୁଲମାଳ ଲଗାଯାଇଥାଏ। ଏପରି କରିବା ଦ୍ୱାରା ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ। ଘରର କବାଟ ଆମର ସୁଖ, ଶାନ୍ତିର ଦ୍ୱାର ଖୋଲିଥାଏ। ତେବେ କେଉଁ ପ୍ରକାରର ପତ୍ର ଏବଂ କିପରି ଲଗାଇବା ସେ ସମ୍ପର୍କରେ ଜାଣିବା।
– ଘରର ମୁଖ୍ୟଦ୍ୱାରରେ ଆମ୍ବପତ୍ରର ମାଳ ଲଗାଇଲେ ବଂଶ ବୃଦ୍ଧି ହୋଇଥାଏ। ସବୁବେଳେ ଏହାକୁ ଲଗାଇବା ଦ୍ୱାରା ଶୁଭଫଳ ପ୍ରାପ୍ତି ହୋଇଥାଏ।
– ଅଶୋକ ପତ୍ରର ମାଳ ଲଗାଇବା ଦ୍ୱାରା ଆର୍ଥିକ ସମୃଦ୍ଧି ବୃଦ୍ଧି ପାଇଥାଏ।
– ହଳଦିଆ ସୂତାରେ ଏହି ମାଳ ଲଗାଇବା ଦ୍ୱାରା ଘରକୁ କୌଣସି ପ୍ରକାରର ନକାରାତ୍ମକ ଶକ୍ତି ପ୍ରବେଶ କରି ନ ଥାଏ।
-ନଡ଼ିଆ କତାରେ ଆମ୍ବପତ୍ର ବାନ୍ଧି ଦ୍ୱାରରେ ଲଗାଇବା ଦ୍ୱାରା ସମସ୍ତ ପ୍ରକାରର ରୋଗ ଏବଂ କରଜ ଦୂର ହୋଇଥାଏ।
– ଯେଉଁ ଘରର ମୁଖ୍ୟଦ୍ୱାରରେ ଆମ୍ବପତ୍ରର ମାଳ ଲାଗିଥାଏ, ସେହି ଘରେ ଦେବତା ବାସ କରନ୍ତି। ଉକ୍ତ ଘରେ ଶୁଖ ଶାନ୍ତି ଭରି ରହିଥାଏ ବୋଲି କୁହାଯାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri