Posted inଖେଳ

ପଦାର୍ପଣରେ ଅର୍ଦ୍ଧଶତକ ସହ ସ୍ବତନ୍ତ୍ର କ୍ଲବରେ ସୂର୍ଯ୍ୟକୁମାର

ଅହମ୍ମଦାବାଦ,୧୮।୩: ଏଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଥିଲା ଅନ୍ତର୍ଜାତୀୟ କ୍ୟାରିୟରରେ ପ୍ରଥମ ଥର ପାଇଁ ବ୍ୟାଟିଂ କରିବାର ସୁଯୋଗ। ଆଉ ଏହାର ପୂରା ଫାଇଦା ଉଠାଇଛନ୍ତି ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ। ପ୍ରଥମ ବଲରେ ଛକା ଲଗାଇ ପାଳି ଆରମ୍ଭ କରିଥିବା ସୂର୍ଯ୍ୟ ହାସଲ କରିଛନ୍ତି ଅର୍ଦ୍ଧଶତକ। ୩୧ ବଲରେ ଖେଳିଥିଲେ ୫୭ ରନ୍‌ର ଇନିଂସ। ତାଙ୍କ ପାଳିରେ ସାମିଲ ଥିଲା ୬ ଚୌକା ଓ ୩ ଛକା। ପଦାର୍ପଣ ଇନିଂସରେ ଅର୍ଦ୍ଧଶତକ ହାସଲ କରିବା ସହ ସ୍ବତନ୍ତ୍ର ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସ୍ଥାନ ପାଇଛନ୍ତି।

ପଦାର୍ପଣ ଇନିଂସରେ ଟିମ୍‌ ଇଣ୍ଡିଆ ପାଇଁ ସର୍ବାଧିକ ରନ୍‌ କରିଥିବା ତାଲିକାରେ ଶୀର୍ଷରେ ରହିଛନ୍ତି ଅଜିଙ୍କ୍ୟ ରାହାନେ। ସେ ୨୦୧୧ରେ ଇଂଲଣ୍ଡ ବିପକ୍ଷରେ ମାଞ୍ଚେଷ୍ଟରଠାରେ ୬୧ ରନ୍‌ର ପାଳି ଖେଳିଥିଲେ। ତାଙ୍କ ପଛକୁ ରହିଛନ୍ତି ସୂର୍ଯ୍ୟକୁମାର, ଇଶାନ କିଷନ (୫୬), ରୋହିତ ଶର୍ମା (୫୦*) ଓ ରବିନ ଉଥପ୍ପା (୫୦)।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri