Posted inଖେଳ

ଧାରା ଭାଙ୍ଗିଲା ଭାରତ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯାଇଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡକୁ ୮ ରନ୍‌ରେ ହରାଇ ଦେଇଛି ଭାରତ। ଏଥି ଯୋଗୁ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୨-୨ର ବରାବର ସ୍ଥିତିରେ ପହଞ୍ଚିଛି। ସିରିଜ୍‌ର ଅନ୍ତିମ ତଥା ଫାଇନାଲ ମ୍ୟାଚ୍‌ ଆସନ୍ତା ଶନିବାର ସମାନ ଭେନ୍ୟୁରେ ଖେଳାଯିବ।

ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ପୂରା ୨୦ ଓଭରରେ ୮ ଉଇକେଟ ହରାଇ ୧୮୫ ରନ୍‌ କରିଥିଲା। ସୂର୍ଯ୍ୟ ସର୍ବାଧିକ ୫୭ ରନ୍‌ କରିଥିବାବେଳେ ତାଙ୍କୁ ସହାୟତା ଦେଇଥିଲେ ଶ୍ରେୟାସ ଆୟାର (୩୭) ଓ ରିଷଭ ପନ୍ତ (୩୦) ଉପଯୁକ୍ତ। ଭ୍ରମଣକାରୀ ବୋଲରଙ୍କ ମଧ୍ୟରେ ସବୁଠୁ ଘାତକ ସାବ୍ୟସ୍ତ ହୋଇଥିଲେ ଜୋଫ୍ରା ଆର୍ଚ୍ଚର। ସେ ୪ ଉଇକେଟ ହାତେଇଥିଲେ। ଜବାବରେ ଭାରତୀୟ ବୋଲିଂ ଆଟାକ୍‌ ଇଂଲଣ୍ଡ ଦଳକୁ କ୍ରମାଗତ ଝଟକା ଦେଇଥିଲା। ଏଥିଯୋଗୁ ଇଂଲଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ ହରାଇ ୧୭୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପାଇଁ ଜାସନ ରୟ ୪୦, ବେନ ଷ୍ଟୋକ୍ସ ୪୬, ଜନ୍ନି ବେଆରଷ୍ଟୋ ୨୫ ରନ୍‌ କରିଥିଲେ। ଭାରତ ପାଇଁ ଶାର୍ଦ୍ଦୁଳ ଠାକୁର ସର୍ବାଧିକ ୩ ଉଇକେଟ ନେଇଥିବାବେଳେ ରାହୁଲ ଚହର ଓ ହାର୍ଦ୍ଦିକ ପାଣ୍ଡ୍ୟା ୨ ଲେଖାଏ ଉଇକେଟ ହାତେଇଥିଲେ। ଚଳିତ ସିରିଜ୍‌ରେ ପ୍ରଥମ ଥର ପାଇଁ ଆଗ ବ୍ୟାଟିଂ କରିଥିବା ଦଳ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri