ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ । ମୃତ ମହିଳା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରିବା, ପୋଷାକ ଚିରିବା ଏବଂ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା କରିଛନ୍ତି ଆନ୍ଦୋଳନକାରୀ। ପୋଲିସ ସହ ଆନ୍ଦୋଳନକାରୀଙ୍କ…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩ ମାସର ଦରମା ପାଇନାହାନ୍ତି। ଅଳ୍ପ ଦରମାରେ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨: ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ ଦିବାଲୋକରେ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ପରୀକ୍ଷା କରାଯାଇଥିବା ମୋଟ ୮୮ଟି ନମୁନା ମଧ୍ୟରୁ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍‌। ବୁଧବାର NHAI ଆଞ୍ଚଳିକ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି । ତେବେ ଦଳ ଛାଡିବାର ସେ ଏକ ରୋଚକ କାରଣ ଦର୍ଶାଇଛନ୍ତି । ଦଳକୁ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ ବିଷୟରେ ଅନେକ ଚର୍ଚ୍ଚା ହେଉଛି। ଯେଉଁ ଦେଶ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଉଭୟ ପକ୍ଷର ପ୍ରତିନିଧି ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆଲୋଚନା କରିଥିଲେ…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ ପରିଷଦ ସଭାପତି ପବିତ୍ର କୁମାର ରାଉତଙ୍କ ଅଧ୍ୟକ୍ଷତା ଓ ପ୍ରମୋଦ କୁମାର ଜେନାଙ୍କ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ…

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଏହି ମର୍ମରେ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏକ ମାମଲାରେ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି। ଚଳିତ ଜାନୁଆରୀ ସୁଦ୍ଧା ବଜାରରେ ନଗଦ ଅର୍ଥର ପରିମାଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri