ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା ଓ କର୍ମୀ ଏବଂ ଶୁଭେଚ୍ଛୁମାନେ ବିଧାୟକ…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ ବାହାରିବା ସମୟରେ ଅଧିକାଂଶ ଲୋକ ପାଣି…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ ଏହାର ଇନ୍ଧନ ସରଚାର୍ଜ ଢାଞ୍ଚାରେ ପରିବର୍ତ୍ତନ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ ମେଶିନ -୨୨୦ କୁ ଜବତ କରିବାକୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା ଗସ୍ତ ନିଷ୍ପତ୍ତିକୁ ପରୋକ୍ଷ ଭାବେ ଟାର୍ଗେଟ୍‌…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ ସ୍ତ୍ରୀଙ୍କ ଗଳାକୁ ଛୁରୀରେ କାଟି ହତ୍ୟା…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ ୨ଟି ଭାରତୀୟ ଭାଷାକୁ ବାଧ୍ୟତାମୂଳକ କରାଯାଇଛି। ଜାତୀୟ ଶିକ୍ଷାନୀତି(ଏନ୍‌ଇପି)-୨୦୨୦ରେ ତିନି ଭାଷା ଫର୍ମୁଲାକୁ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ ଯଦି ଏହା ମଙ୍ଗଳବାର ରାତି (ଏପ୍ରିଲ ୭) ସୁଦ୍ଧା ଏକ ଚୁକ୍ତିରେ ପହଞ୍ଚି…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ ଧମକର ଜବାବ ଦେଇଛନ୍ତି। ସେ କହିଛନ୍ତି ଯେ ମମତା ବାନାର୍ଜୀ ଏବଂ ଇଣ୍ଡିଆ…

ଆମେରିକା ଉପରେ ବଡ଼ ଅଭିଯୋଗ ଆଣିଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଧମକ ଦେଇଛନ୍ତି ଯେ ଆମେରିକା ଇରାନ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର ସଂଖ୍ୟା ଓ ଉପଲବ୍ଧ ଡାକ୍ତର ପଦବୀ ସଂଖ୍ୟାର ଅନ୍ତର ବିଶ୍ଳେଷଣ କରାଯାଇ ନିଅଣ୍ଟ…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ କରିପାରିବ ଏବଂ ଏପରି କାର୍ଯ୍ୟ କେବେ ବି ହୋଇପାରେ। ଯଦି ଇରାନ୍ ନିର୍ଦ୍ଧାରିତ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ ସିଇସିଙ୍କୁ ହଟାଇବା ପାଇଁ ଦାବି କରିଥିଲେ। ଟିଏମସିଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ମୁଖ୍ୟ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ, ୨୦୨୬) ମଦୁରାଇ କୋର୍ଟ ବ୍ୟବସାୟୀ ପି. ଜୟରାଜ ଏବଂ ତାଙ୍କ ପୁଅ ଜେ.…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ କରିଛି। ଏହି ପରିପ୍ରେକ୍ଷୀରେ MATRIZE ଏକ ମତାମତ ସର୍ଭେ କରିଛି। ଏହି ମତାମତ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର ବିବାଦ ଏବେ ଶେଷ ହେବାକୁ ଯାଉଛି। ଉଭୟ ପକ୍ଷ ଏକ ପାରସ୍ପରିକ ସହମତିରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri