Posted inଖେଳ

ସୂର୍ଯ୍ୟକୁମାରଙ୍କ ପାଇଁ ବଳିଦାନ ଦେବାକୁ ପ୍ରସ୍ତୁତ କୋହଲି

ପୁଣେ,୨୨।୩ : ଦଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ଦେବା ପାଇଁ ଅଧିନାୟକ ବିରାଟ କୋହଲି ବଳିଦାନ ଦେଇପାରିବେ। ସୂର୍ଯ୍ୟ ଏବେ ଯେଉଁ ଭଳି ଖେଳୁଛନ୍ତି, ସେଭଳି ଖେଳିବା ଜାରି ରଖିଲେ ଦଳର ଆବଶ୍ୟକତା ଅନୁଯାୟୀ ଯେ କୌଣସି ସ୍ଥାନରେ ଖେଳିପାରିବି ବୋଲି କହିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି।

ମୁଁ ଆଇପିଏଲରେ ଓପନିଂ କରିବି। ଯାହା ଫଳରେ ଟିମ୍‌ ଇଣ୍ଡିଆ ପାଖରେ ସମସ୍ତ ବିକଳ୍ପ ଉପଲବ୍ଧ ହେବ। ମୁଁ ୩ ଓ ୪ର୍ଥ କ୍ରମରେ ବ୍ୟାଟିଂ କରୁଛି। ଏବେ ଓପନର ଭାବେ ମୋତେ ନିଜ ଦାୟିତ୍ୱକୁ ବୁଝିବାକୁ ପଡ଼ିବ। ଅତୀତରେ ମୁଁ ଟି୨୦ରେ ଓପନର କରି ସଫଳ ହୋଇଛି। ଏଭଳି କରିବା ଦ୍ୱାରା ସୂର୍ଯ୍ୟକୁମାର ଯାଦବଙ୍କୁ ଉପରେ କ୍ରମରେ ବ୍ୟାଟିଂ କରିବାକୁ ସୁଯୋଗ ମିଳିବ। ଯଦି ସେ ଏଭଳି ଖେଳିବା ଜାରି ରଖନ୍ତି, ତେବେ ମୋତେ ଦଳୀୟ ଆବଶ୍ୟକତା ଅନୁଯାୟୀ, ଖେଳିବା ଉଚିତ। ଏ ସମ୍ପର୍କରେ ଟି୨୦ ବିଶ୍ୱକପ୍‌ ପୂର୍ବରୁ ଅରାଲୋଚନା କରାଯିବ। ମୁଁ ଆଇପିଏଲରେ କେଉଁ ଭଳି ଓପନିଂ କରୁଛି, ତାହା ଅତ୍ୟନ୍ତ କୌତୁହଳର ବିଷୟ ହେବ ବୋଲି କୋହଲି ଇଂଲଣ୍ଡ ଦିନିକିଆ ମ୍ୟାଚ୍‌ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri