ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ ଆଶା କରାଯାଉଛି । ଜଣେ ଅଧିକାରୀ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ପ୍ରକାଶିତ ହେବାପରେ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ ମାଝୀ ବୋଲି ଜଣାପଡିଛି । ବଳି…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର ଖୋଲିବାରେ ଲାଗିଛି । କେନ୍ଦୁଝର ଜିଲା…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର ସଫଳତା ମିଳିଛି । ରବିବାର ସକାଳୁ…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ ବେହେରା। ଏମିତି ଏକ ବିଭତ୍ସ ହତ୍ୟାକାଣ୍ଡ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ ଦୁଇଦିନ ତଳେ ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର ୨୭ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂର୍ଣ୍ଣ କରି ଭାରତକୁ ଏକ ଦୃଢ ସ୍ଥିତିରେ…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବା ପାଇଁ ପଡ଼ିଆକୁ ଓହ୍ଲାଇବ। ତେବେ ଏହି ବହୁ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍ ଶେରିନ୍ ଅବ୍ରାହମ କେରଳର ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ ହେବାର ଗୌରବ ଅର୍ଜନ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ ମାତ୍ ଦେଇଛି। ‘ମହିଳା ଏସିଆ କପ୍ ରାଇଜିଂ ଷ୍ଟାର୍ସ’ର ଏକ ଗୁୁରୁତ୍ଵପୂର୍ଣ୍ଣ ମୁକାବିଲାରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି। କୃଷି ଓ ଆନୁଷଙ୍ଗିକ କାର୍ଯ୍ୟକଳାପ ପାଇଁ ଋଣ ପ୍ରକ୍ରିୟାକୁ ଅଧିକ ସରଳ, ନମନୀୟ…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା ୭ଟାରୁ ଖେଳାଯିବ। ଆଜି ଏଠାରେ ବର୍ଷା ହେବାର ସମ୍ଭାବନା ଅଛି, କିନ୍ତୁ ଭଲ…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର ପ୍ରଶାସନ ଏବଂ କମିଶନରେଟ ପୋଲିସର ପ୍ରସ୍ତୁତି ଶେଷ ହୋଇଛି। ଭୋର ପ୍ରାୟ ୩ଟାରୁ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ ଦଳ ଭୂମିକା ଠିକ୍‌ ଭାବେ ତୁଲାଉଛି ନା ନାହିଁ ସେଭଳି ଅନେକ ପ୍ରସଙ୍ଗରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri