ସୋସିଆଲ ମିଡିଆକୁ ବାଏ ବାଏ

ବମ୍ବେ: ସାମାଜିକ ଗଣମାଧ୍ୟମକୁ ବାଏ ବାଏ କହିଲେ ଲୋକପ୍ରିୟ ଟେଲି ଅଭିନେତା ରବି ଦୁବେ। ନିକଟରେ ‘ଜମାଇ:୨.୦’ ରେ ତାଙ୍କର ଅଭିନୟ ଦର୍ଶକଙ୍କୁ ମତୁଆଲା କରିଥିଲା। ହେଲେ ଏବେ ହଠାତ୍‌ ସୋସିଆଲ ମିଡିଆରେ ରବିଙ୍କ ଏକ ପୋଷ୍ଟ ସମସ୍ତଙ୍କୁ ଚକିତ କରିଛି। ସେ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ କରୁଥିବା ନେଇ ଜଣାଇଛନ୍ତି। ଆଗାମୀ କିଛି ଦିନ ପାଇଁ ସେ ଏହି ଆପ୍‌କୁ ହଟାଇଦେଉଛନ୍ତି ବୋଲି କହିଛନ୍ତି।

ନିଆଙ୍କ ସହ ‘ଜମାଇ ରାଜା’ରେ ଯୋଡି ହିଟ୍‌ ହେବା ପରେ ଏହାର ସିଜନ୍‌-୨ ଆସିଥିଲା। ଉଭୟଙ୍କ ଇଣ୍ଟିମେଣ୍ଟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହାପରେ ସେ ପ୍ରଶଂସକଙ୍କ ମନୋରଞ୍ଜନ କରିବା ଲାଗି ସ୍ତ୍ରୀଙ୍କ ସହ ମିଶି ନିଜର ଡେବ୍ୟୁ ପ୍ରଯୋଜନା ଟେଲିଭିଜନ ଧାରାବାହିକ ‘ଉଡ଼ାରିୟା’ ବିଷୟରେ ଘୋଷଣା କରିଥିଲେ। ଏହାକୁ ଦର୍ଶକେ ପସନ୍ଦ ମଧ୍ୟ କରୁଛନ୍ତି। ଏଭଳି ସମୟରେ ରବିଙ୍କ ଘୋଷଣାନାମାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପ୍ରଶଂସକ। ସେ ଏଭଳି ନ କରନ୍ତୁ ବୋଲି ସେମାନେ ଅନୁରୋଧ କରୁଛନ୍ତି। ହେଲେ ଏହା ପଛରେ କି କାରଣ ରହିଛି ତାହା ସ୍ପଷ୍ଟ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri