Posted inଫୁରସତ

ସ୍ତ୍ରୀଠୁ ଅଲଗା ରହିବା ପାଇଁ ଲୁଟିଥିଲେ ବ୍ୟାଙ୍କ

ପ୍ରାୟତଃ ସହଜରେ ଶୀଘ୍ର ଓ ଅଧିକ ଟଙ୍କା ପାଇଁ ଲୁଟେରାମାନେ ବ୍ୟାଙ୍କ ଲୁଟନ୍ତି। କିନ୍ତୁ ୨୦୧୬ରେ ଆମେରିକାର କାନ୍ସାସସ୍ଥିତି ଏକ ବ୍ୟାଙ୍କ୍‌ ଲୁଟିଥିଲେ ଲରେନ୍ସ ରିପଲ। ବ୍ୟାଙ୍କ ଭିତରକୁ ଯାଇ ବନ୍ଧୁକ ରଖିଥିବା କହି ୩ ହଜାର ଡଲାର (୨୦ ଲକ୍ଷ ଟଙ୍କା) ଦାବି କରିଥିଲେ। ଟଙ୍କା ନେଇ ଚାଲିଯିବା ବଦଳରେ ବ୍ୟାଙ୍କର ଲବିରେ ଅପେକ୍ଷା କରିଥିଲେ ରିପଲ। ଏହାପରେ ସୁରକ୍ଷା କର୍ମୀଙ୍କୁ ନିଜେ ଲୁଟେରା ବୋଲି ପରିଚୟ ଦେଇ ଆତ୍ମ ସମର୍ପଣ କରିଥିଲେ। ତାଙ୍କ ପାଖରେ ଟଙ୍କା ନେବା ପରେ ପୋଲିସକୁ ଡକା ଯାଇଥିଲା।

ଗିରଫ ହେବା ପୂର୍ବରୁ ସେ ଏକ ପତ୍ର ଲେଖିଥିଲେ। ସ୍ତ୍ରୀ ସହ ଘରେ ରହିବା ବଦଳରେ ଜେଲରେ ରହିବା ପସନ୍ଦ କରିବେ ବୋଲି ପତ୍ରରେ ଉଲ୍ଲେଖ କରିଥିଲେ ୭୦ ବର୍ଷୀୟ ରିପଲ। ଏହି ଘଟଣାରେ ଅପରାଧ ଯେଉଁଭଳି କୌତୂହଳପୂର୍ଣ୍ଣ ଥିଲା, ତା’ଠାରୁ ଅଧିକ ମଜାଦାର ଥିଲା କୋର୍ଟଙ୍କ ଦ୍ୱାରା ଦିଆଯାଇଥିବା ଦଣ୍ଡାଦେଶ। ତାଙ୍କୁ ୬ ମାସ ପାଇଁ ସ୍ତ୍ରୀଙ୍କ ସହ ଗୃହବନ୍ଦୀ ଦଣ୍ଡ ଦେଇଥିଲେ କୋର୍ଟ। ତାଙ୍କ ମାନସିକ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି କୋର୍ଟ ଏଭଳି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri