ନବୀନ ନିବାସରୁ ରୁଦ୍ରପ୍ରତାପ ମହାରଥୀ ଟିକେଟ ଆଣିବା ପରେ ମୁହଁ ଖୋଲିଲେ ମା’

ପୁରୀ ଅଫିସ,୨୮।୩: ପିପିଲି ଉପନିର୍ବାଚନ ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ରବିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଏହି ସମୟରେ ତାଙ୍କ ସହ ଭଉଣୀ ପଲ୍ଲବୀ ଓ ଭିଣୋଇ ଅର୍ଦ୍ଧେନ୍ଦୁ ମଧ୍ୟ ଉପସ୍ଥିତ ଥିଲେ। ତେବେ ପିପିଲିରୁ ବିଜେଡି ପ୍ରାର୍ଥୀ କିଏ ହେବେ ଏ ନେଇ ଗତ କିଛିଦିନ ହେଲା ଚାଲିଥିବା ଚର୍ଚ୍ଚାରେ ଶୁକ୍ରବାର ଅନ୍ତ ଘଟିଥିଲା। ରୁଦ୍ରପ୍ରତାପ ମହାରଥୀଙ୍କ ଉପରେ ଭରସା କରି ନବୀନ ପଟ୍ଟନାୟକ ଶୁକ୍ରବାର ତାଙ୍କୁ ବିଜେଡି ପ୍ରାର୍ଥୀଭାବେ ଘୋଷଣା କରିଥିଲେ । ରବିବାର ନବୀନ ନିବାସ ଯାଇ ରୁଦ୍ର ବିଜେଡି ଟିକେଟ ଆଣିଛନ୍ତି। ପରେ ସ୍ବର୍ଗତ ମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ମୋ ପରିବାର ଭିତରେ ପୂରା ଏକତା ରହିଛି ବୋଲି ସେ କହିଛନ୍ତି। ବାପା ଥିଲେ ପୁଅ ସଭାରେ ହାରେନି । ମାଆ ଥିଲେ ପୁଅ ଦୁନିଆ ଡରେନି । ରୁଦ୍ର ସହ ସହାନୁଭୂତି, ଆଶୀର୍ବାଦ ରହିଛି । ସେ ନିଶ୍ଚୟ ଜିତିବ।

 


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri