Posted inଜାତୀୟ

୪ ଶହ ବର୍ଷ ହେଲା ଗାଁରେ ହୋଇନି କୌଣସି ଶିଶୁଙ୍କ ଜନ୍ମ…

ମଧ୍ୟପ୍ରଦେଶ ରାଜଗଡ଼ ଜିଲା ସଙ୍କ୍‌ ଶ୍ୟାମ୍‌ ଜୀ ଗାଁରେ ଗତ ୪ ଶହ ବର୍ଷ ଧରି କୌଣସି ଶିଶୁଙ୍କ ଜନ୍ମ ହୋଇନି। ଭୋପାଳଠାରୁ ଏହି ଗାଁର ଦୂରତା ପ୍ରାୟ ୧୩୦ କିଲୋମିଟର। ପ୍ରସବ ସମୟ ହେଲେ ଗର୍ଭବତୀ ମହିଳାଙ୍କୁ ଗାଁ ବାହାରେ ଥିବା ଏକ ଘରକୁ ନିଆଯାଇଥାଏ। ଯାହାକି କେବଳ ପ୍ରସବ ପାଇଁ ନିର୍ମିତ ହୋଇଛି। ଗାଁ ଉପରେ ଏକ ଅଭିଶାପ ରହିଛି। ଏଠାରେ ପ୍ରସବ ହେଲେ ମା’ କିମ୍ବା ଶିଶୁଙ୍କର ମୃତ୍ୟୁ ଘଟିଥାଏ। ନଚେତ୍‌ ଶିଶୁ ବିକଳାଙ୍ଗ ହୋଇଥାଏ ବୋଲି ସ୍ଥାନୀୟ ଲୋକଙ୍କର ବିଶ୍ୱାସ ରହିଛି। ଏପରି କାହିଁକି ହୋଇଥାଏ। ଏହା ପଛର  ରହସ୍ୟ କ’ଣ ତାହା ଗ୍ରାମବାସୀଙ୍କୁ ଅଜଣା। ତେବେ ଏଭଳି ଅନେକ ଘଟଣା ୧୬୦୦ ମସିହାଠାରୁ ବାରମ୍ବାର ଘଟିବାରୁ ଶେଷରେ ଗାଁରେ ପ୍ରସବକୁ ବାରଣ କରାଯାଇଥିଲା। ଏହି ପରମ୍ପରା ଏପର୍ଯ୍ୟନ୍ତ ଏଠାରେ ଜାରି ରହିଛି। ଗାଁର ୯୦ ପ୍ରତିଶତ ପ୍ରସବ ହସ୍ପିଟାଲରେ ହୋଇଥାଏ। ଅତି ଜରୁରୀ କ୍ଷେତ୍ରରେ ଗାଁ ବାହାରେ ଥିବା ପ୍ରସବ ଘରେ ଶିଶୁ ଜନ୍ମ ନେଇଥାନ୍ତି। ଗାଁରେ ଆମିଷ ଓ ମଦ୍ୟପାନକୁ ବାରଣ କରାଯାଇଛି। ଅଜଣା ଅଭିଶାପ ଯୋଗୁ ତାଙ୍କ ଗାଁରେ କେହି ମଦ୍ୟ କିମ୍ବା ଧୂମପାନ କରି ନ ଥାନ୍ତି। ତେବେ ଏହା ଗାଁ ପାଇଁ ବରଦାନ ପାଲଟିଛି ବୋଲି ବାସିନ୍ଦା କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri